OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ ଛିଡା ହୋଇ ରହିଲେ। ହେଲେ ଆଜି ନିଜ ସୁରକ୍ଷା ପାଇଁ ଅଲୋଡା ସାଜିଲେ ନିଜେ ସୁରକ୍ଷାକର୍ମୀ। ସୁନ୍ଦରଗଡ଼ ମାଇନ୍ସ ଏଣ୍ଡ ଟ୍ରାନ୍ସପୋର୍ଟ ୱାର୍କର୍ସ ୟୁନିୟନ ପକ୍ଷରୁ ଓଏମ୍‌ସି ଅଧୀନରେ କାର୍ଯ୍ୟରତ ଶହଶହ ସୁରକ୍ଷାକର୍ମୀ ସୋମବାର ଓଏମ୍‌ସି କୋଇଡା କାର୍ଯ୍ୟାଳୟ ସମ୍ମୁଖରେ ପତାକା ଓ ବ୍ୟାନର ଧରି ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏପରିକି ୫ ଦଫା ଦାବି ନେଇ OMC ଗେଟ୍‌ରେ ତାଲା ପକାଇ ଆନ୍ଦୋଳନକୁ ଜୋରଦାର କରିଛନ୍ତି।

ବିଭିନ୍ନ ଦାବି ନେଇ ବିଭିନ୍ନ ସମୟରେ ଅଭିଯୋଗ ସତ୍ତ୍ୱେ କୌଣସି ସୁଫଳ ନ ମିଳିବାରୁ ଆନ୍ଦୋଳନକୁ ଓହ୍ଲାଇଥିବା ସୁରକ୍ଷାକର୍ମୀ ପ୍ରକାଶ କରିଛନ୍ତି। ବର୍ତ୍ତମାନ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସୁରକ୍ଷାକର୍ମୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

ଗୁଣପୁରର ସୁଧାରାଣୀଙ୍କୁ ସମ୍ମାନସୂଚକ ଡକ୍ଟରେଟ୍, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗୁଣପୁର,୧।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ସହର ପୁରୁଣା ବସ୍‌ଷ୍ଟାଣ୍ଡ ଅଞ୍ଚଳସ୍ଥ ବେବର୍ତ୍ତା ସାହିର ବାସିନ୍ଦା ତଥା ସମାଜସେବୀ ଚିନାରି ସୁଧାରାଣୀ (୪୩ଙ୍କୁ ତାଙ୍କର ଉଲ୍ଲେଖନୀୟ ସାମାଜିକ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

ଟୋକନ ସମସ୍ୟା ନେଇ ଆମରଣ ଅନଶନରେ ଚାଷୀ : ସ୍ଥାୟୀ ସମାଧାନ ନ ହେଲେ…

ଝାରବନ୍ଧ, ୧।୬ (ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଟୋକନ ସମସ୍ୟାର ସମାଧାନ ଦାବିରେ ସୋମବାର ଡଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri