Posted inଫୁରସତ

ବିଦେଶରେ ସଫଳତା ପାଇଲେ ସିକ୍ୟୁରିଟି ଗାର୍ଡଙ୍କ ଝିଅ

ନୂଆଦିଲ୍ଲୀ: ସ୍ନାତକ ଡିଗ୍ରୀ ହାସଲ କରିବା ସମସ୍ତଙ୍କ ଜୀବନରେ ଏକ ବିଶେଷ ମୁହୂର୍ତ୍ତ ହୋଇଥାଏ। ନିକଟରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ଝିଅ ବିଦେଶରେ ସ୍ନାତକ ଡିଗ୍ରୀ ହାସଲ କରିବା ପରେ ସାମାଜିକ ଗଣମାଧ୍ୟମ ଇନ୍‌ଷ୍ଟାଗ୍ରାମ୍‌ ମାଧ୍ୟମରେ ନିଜ ପିତାଙ୍କୁ ଧନ୍ୟବାଦ ଦେଇଛନ୍ତି।

ଗାଇକ୍ୱାର୍ଡ ନାମ୍ନୀ ଜଣେ ଯୁବତୀ ନିଜ ସ୍ନାତକ ଶିକ୍ଷା ପାଇଁ ବ୍ରିଟେନର ଏକ ବିଶ୍ୱବିଦ୍ୟାଳୟରେ ନାମ ଲେଖାଇଥିବା ବେଳେ ବିଦେଶ ଗସ୍ତ କରିଥିଲେ। ତେବେ ତାଙ୍କ ପିତା ଜଣେ ସାଧାରଣ ସିକ୍ୟୁରିଟି ଗାର୍ଡ ହୋଇଥବାରୁ ଉଚ୍ଚଶିକ୍ଷା ପାଇଁ ଝିଅକୁ ବିଦେଶ ନ ପଠାଇବାକୁ ତାଙ୍କୁ ଅନେକ ଜଣ ପରାମର୍ଶ ଦେଇଥିଲେ। ତେବେ ନିକଟରେ ଧନଶ୍ରୀ ସ୍ନାତକ ଡିଗ୍ରୀ ହାସଲ କରିବା ସହ ସାମାଜିକ ଗଣମାଧ୍ୟମ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଭାବବିହ୍ବଳ ପୋଷ୍ଟ କରିଛନ୍ତି। ତାଙ୍କ ଉପରେ ବିଶ୍ବାସ କରିଥିବାରୁ ସେ ନିଜ ପିତାଙ୍କୁ ଏହି ପୋଷ୍ଟରେ ଧନ୍ୟବାଦ ଦେଇଛନ୍ତି।

Viral Video: Security guard's daughter's graduation in the UK inspires millions (WATCH)

ଏକ ସମାରୋହରେ ସ୍ନାତକ ଡିଗ୍ରୀ ହାସଲ କରିବା ସମୟର ଗୋଟିଏ କ୍ଲିପ୍‌ ସେ ଏହି ପୋଷ୍ଟରେ ଶେୟାର କରିଛନ୍ତି। ତାଙ୍କୁ ବିଦେଶ ପଠାଇବା ନେଇ ପିତାଙ୍କ ନିଷ୍ପତ୍ତି ଠିକ୍‌ ଥିଲା ବୋଲି ଏହି ଭିଡିଓରେ ଧନଶ୍ରୀ ଦର୍ଶାଇଛନ୍ତି। ପିତା ତାଙ୍କ ପାଇଁ ଲାଇଫ ଗାର୍ଡ ସାଜିଥିବାରୁ ଆଜି ସେ ଏହି ସଫଳତା ହାସଲ କରିପାରିଥିବା ଧନଶ୍ରୀ କହିଛନ୍ତି। ଧନଶ୍ରୀଙ୍କ ଏହି ଭିଡିଓ ସାମାଜିକ ଗଣମାଧ୍ୟମରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଅନେକ ୟୁଜର୍ସ ଧନଶ୍ରୀଙ୍କ କାହାଣୀକୁ ପସନ୍ଦ କରି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏଥିରେ ସାମିଲ ହୋଇଛନ୍ତି ବହୁ ସେଲିବ୍ରିଟି। ଆୟୁଷ୍ମାନ୍‌ ଖୁରାନା, ଗୁରୁ ରନ୍ଧୱା, ଇଶା ଗୁପ୍ତାଙ୍କ ପରି ବହୁ ସେଲିବ୍ରିଟି ଏହି ପୋଷ୍ଟରେ କମେଣ୍ଟ ମାଧ୍ୟମରେ ଧନଶ୍ରୀଙ୍କ ସଫଳତା ପାଇଁ ତାଙ୍କୁ ଅଭିବାଦନ ଜଣାଇଛନ୍ତି।

 

 

 

View this post on Instagram

 

A post shared by Dhanshree Gaikwad (@me_dhanshreeg)


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?