Posted inଜାତୀୟ

ସଂସଦରେ ସୁରକ୍ଷା ତ୍ରୁଟି: ଗଠନ ହେଲା ଏସ୍‌ଆଇଟି

ନୂଆଦିଲ୍ଲୀ,୧୩।୧୨:ସଂସଦର ସୁରକ୍ଷା କ୍ଷେତ୍ରରେ ଏକ ବଡ଼ ଧରଣର ତ୍ରୁଟି ଘଟିଛି। ଏହାକୁ ନେଇ ଗୃହ ମନ୍ତ୍ରଣାଳୟ ସିଆରପିଏଫ୍‌ ଡିଜି ଅନିଶ ଦୟାଲ ସିଂଙ୍କ ଅଧ୍ୟକ୍ଷତାରେ ଏସଆଇଟି ଗଠନ ହୋଇଛି।

ଏହି ପ୍ରସଙ୍ଗରେ ବିରୋଧୀ ସରକାରଙ୍କୁ ଆକ୍ରମଣ କରୁଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ରାଜ୍ୟ ସଭାରେ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏହି ପ୍ରସଙ୍ଗରେ ଉଭୟ ଗୃହରେ ଏକ ବିବୃତ୍ତି ଦିଅନ୍ତୁ। ଏହି ସମୟରେ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ କହିଛନ୍ତି, ବିରୋଧୀ ରାଜନୀତି କରୁଛନ୍ତି। ଅନ୍ୟପକ୍ଷରେ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କ ଦ୍ୱାରା ଡକାଯାଇଥିବା ସର୍ବଦଳୀୟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରକାଶ ପାଇଛି।
ସୂଚନାଯୋଗ୍ୟ, ସଂସଦ ଆକ୍ରମଣ ବାର୍ଷିକୀରେ ଲୋକ ସଭା ସୁରକ୍ଷାରେ ବଡ଼ ଧରଣର ତ୍ରୁଟି ଦେଖାଦେଇଥିଲା। ସୁରକ୍ଷା ବଳୟ ଭେଦ କରି ଦୁଇ ଅଜ୍ଞାତ ଯୁବକ ଲୋକ ସଭାରେ ପଶିଯାଇ ଧୂଆଁ ନିର୍ଗତ କରିଥିଲେ। ଲୋକ ସଭା ଚାଲିଥିବା ବେଳେ ହଠାତ୍‌ ଦର୍ଶକ ଗ୍ୟାଲେରିରୁ ୨ ଜଣ ଯୁବକ ଏମ୍‌ପିମାନଙ୍କ ପାଇଁ ଉଦ୍ଦିଷ୍ଟ ସ୍ଥାନକୁ ଡେଇଁ ପଡ଼ି ସେମାନେ ବେଞ୍ଚରୁ ବେଞ୍ଚକୁ ଡେଇଁବାକୁ ଲାଗିଥିଲେ। ଏଥିସହ କିଛି ଧୂଆଁ ନିର୍ଗତ ସାମଗ୍ରୀ ଫିଙ୍ଗିବାକୁ ଉଦ୍ୟମ କରିଥିଲେ। ଏମ୍‌ପିମାନେ ସେମାନଙ୍କୁ କାବୁ କରିଥିଲେ। ପରେ ପରେ ସୁରକ୍ଷାକର୍ମୀମାନେ ପହଞ୍ଚି ସେମାନଙ୍କୁ ସେଠାରୁ ନେଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri