Posted inଜାତୀୟ

କର୍ତ୍ତବ୍ୟ ପଥରେ ନିୟୋଜିତ ହେବେ ଘରୋଇ ସୁରକ୍ଷା କର୍ମୀ

ନୂଆଦିଲ୍ଲୀ,୯।୯(ପି.ଟି.): ଇଣ୍ଡିଆ ଗେଟ୍‌ରୁ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ ‘କର୍ତ୍ତବ୍ୟ ପଥ’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟାରେ ଉଦ୍‌ଘାଟନ କରିଛନ୍ତି। ଏହି ବିସ୍ତୀର୍ଣ୍ଣ ଅଞ୍ଚଳରେ ହୋଇଥିବା ନିର୍ମାଣକୁ କେହି ଯେପରି ନ ଭାଙ୍ଗେ କିମ୍ବା ଚୋରି ନ କରେ, ସେଥିପାଇଁ ସୁରକ୍ଷା ଦାୟିତ୍ୱରେ ୮୦ରୁ ଊର୍ଦ୍ଧ୍ୱ ଘରୋଇ ସୁରକ୍ଷା କର୍ମୀଙ୍କୁ ନିୟୋଜିତ କରାଯିବ ବୋଲି ଜଣାପଡିଛି। ଏହାବ୍ୟତୀତ ପୋଲିସ ମଧ୍ୟ ସୁରକ୍ଷା ଦାୟିତ୍ୱରେ ରହିବ। ଦୁଇମାସ ପର୍ଯ୍ୟନ୍ତ କର୍ତ୍ତବ୍ୟ ପଥରେ ବ୍ୟାପକ ପୋଲିସ ଓ ସୁରକ୍ଷା କର୍ମୀ ନିୟୋଜିତ ରହିବେ। ତେବେ ଦର୍ଶକମାନଙ୍କ ପାଇଁ ବିଶେଷ କଟକଣା ରହିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ସ୍ପାଇସ୍‌ ବୋମା କିଣିବ ଭାରତ

ନୂଆଦିଲ୍ଲୀ,୮ା୬: ଇସ୍ରାଏଲ୍‌ରୁ ପାଖାପାଖି ୩୦୦ କୋଟି ଟଙ୍କା ବ୍ୟୟରେ ୧୦୦ରୁ ଅଧିକ ସ୍ପାଇସ୍‌ ୨୦୦୦ ବୋମା କିଣିବା ଲାଗି ଭାରତୀୟ ବାୟୁସେନା ଗୁରୁବାର ଚୁକ୍ତି ସ୍ବାକ୍ଷର...

ବନ୍ୟା ପାଣି ଭିତରେ ଠିଆ ହୋଇ ପତାକା ଉତ୍ତୋଳନ କଲେ ପୋଲିସ କର୍ମୀ

ବହରାଇଚ୍‌,୧୫।୮: ସମଗ୍ର ଦେଶରେ ୭୪ତମ ସ୍ବାଧିତନା ଦିବସ ପାଳିତ ହୋଇଛି। କରୋନା ପ୍ରକୋପ ଯୋଗୁଁ ଲୋକମାନେ ସାମାଜିକ ଦୂରତ୍ୱ ରକ୍ଷା କରି ଏହି ଉତ୍ସବ ପାଳନ...

ଦରକାର ନ ଥିଲେ ଆର୍‌ଟି-ପିସିଆର୍‌ ଟେଷ୍ଟ କରନ୍ତୁ ନାହିଁ

ନୂଆଦିଲ୍ଲୀ, ୫ା୫: କୋଭିଡ ପରୀକ୍ଷା ପାଇଁ ଇଣ୍ଡିଆନ କାଉନସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର) ପକ୍ଷରୁ ନୂତନ ଗାଇଡ୍‌ଲାଇନ ଜାରି ହୋଇଛି। ଆବଶ୍ୟକ ନ ଥିଲେ...

ମୋଦି ସରକାରଙ୍କୁ ପ୍ରଶଂସା କଲେ ଥରୁର

ନୂଆଦିଲ୍ଲୀ,୮।୮: କରୋନା ସଂକ୍ରମଣର ଏକ ସମ୍ଭାବ୍ୟ ତୃତୀୟ ଲହର ମଧ୍ୟରେ ଦେଶରେ ଦ୍ରୁତ ଟିକାକରଣ କାର୍ଯ୍ୟ ଚାଲିଛି । ଏ ପର୍ଯ୍ୟନ୍ତ ସାରା ଦେଶରେ ୫୦...

ସୁରକ୍ଷାକର୍ମୀଙ୍କୁ ସଫଳତା, ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ…

ଶ୍ରୀନଗର, ୧୦।୪ : ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ସଫଳତା ମିଳିଛି। ଶ୍ରୀନଗରରେ ରବିବାର ୨ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କର ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ଦୁଇ...

ଦାଦନଙ୍କୁ ୨ ମାସ ମାଗଣା ଖାଦ୍ୟଶସ୍ୟ

ନୂଆଦିଲ୍ଲୀ,୨୧ା୫(ଆଇଏଏନ୍‌ଏସ୍‌): କରୋନା ମହାମାରୀର ମୁକାବିଲା ପାଇଁ ସାରା ଦେଶ ଲକ୍‌ଡାଉନରେ ରହିଥିବାରୁ କାମଧନ୍ଦା ହରାଇ ପ୍ରବାସୀ ଶ୍ରମିକମାନେ ନାହିଁ ନ ଥିବା ଅସୁବିଧା ଓ ଆର୍ଥତ୍କ...

ନୀରଜ ଚୋପ୍ରାଙ୍କୁ ବଡ଼ ଉପହାର ଦେବେ ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୮।୮: ଟୋକିଓ ଅଲିମ୍ପିକ ଗେମ୍ସରେ ଜାଭେଲିନ ଥ୍ରୋ ଭାରତର ନୀରଜ ଚୋପ୍ରା ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସମଗ୍ର ଭାରତରେ ଏହାକୁ ଖୁସିର ଲହରୀ...

ହଜ୍‌ ପାଇଁ ୬,୫୦୦ କି.ମି. ଚାଲିଲେ

ଲଣ୍ଡନ,୧୨।୭: ବ୍ରିଟେନରେ ରହୁଥିବା ଇରାକୀ-କୁରଦିଶ ବଂଶୋଦ୍ଭବ ଆଦମ ମହମ୍ମଦ (୫୨) ହଜ୍‌ ପାଇଁ ୬,୫୦୦ କି.ମି. ଦୂର ଚାଲିକରି ମକ୍କାରେ ପହଞ୍ଚିଛନ୍ତି। ସାଉଦି ଆରବରେ ପହଞ୍ଚିବା...

Advertisement
Archives

Model This Week