Posted inଜାତୀୟ

ଗଣତନ୍ତ୍ରର ସୁରକ୍ଷା ଦାୟିତ୍ୱ ପୋଲିସ ବାହିନୀ ହାତରେ: ସ୍ବରାଷ୍ଟ୍ରମନ୍ତ୍ରୀ…

ନୂଆଦିଲ୍ଲୀ,୪।୯: ଗଣତନ୍ତ୍ର ହେଉଛି ଭାରତର ସ୍ବଭାବ। ଏହା ଦେଶବାସୀଙ୍କର ମଧ୍ୟ ସ୍ବଭାବ। ଯଦି କେହି କୁହନ୍ତି ଯେ ଗଣତନ୍ତ୍ର ୧୫ ଅଗଷ୍ଟ ୧୯୪୭ ପରେ କିମ୍ବା ୧୯୫୦ରେ ସମ୍ବିଧାନ ପ୍ରଣୟନ ପରେ ଆସିଥିଲା, ତେବେ ଏହା ଭୁଲ । ଆଇନ ଏବଂ ଶୃଙ୍ଖଳା ଉପଯୁକ୍ତ ନ ଥିଲେ ଗଣତନ୍ତ୍ର କଦାପି ସଫଳ ହୋଇପାରିବ ନାହିଁ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। ଆଇନ ଶୃଙ୍ଖଳା ବଜାୟ ରଖିବା କାମ ପୋଲିସ ଦ୍ୱାରା କରାଯାଇଥାଏ। ସମଗ୍ର ସରକାରୀ ପ୍ରଶାସନରେ ସବୁଠାରୁ କଷ୍ଟକର କାର୍ଯ୍ୟ, ଯଦି କୌଣସି ସରକାରୀ କର୍ମଚାରୀ କରୁଥାନ୍ତି, ତେବେ ସେମାନେ ହେଉଛନ୍ତି ଦେନଶର ପୋଲିସ ବାହିନୀ। ପୋଲିସ ଅନୁସନ୍ଧାନ ଏବଂ ବିକାଶ ବ୍ୟୁରୋର ୫୧ ତମ ପ୍ରତିଷ୍ଠା ଦିବସରେ ଯୋଗଦେଇ ଶାହା ଏହା କହିଛନ୍ତି।

୫୧ ବର୍ଷ ଧରି ଦାୟିତ୍ୱବୋଧ ସଫଳତାର ସହିତ ଜାରି ରଖିବା ଯେ କୌଣସି ସଂସ୍ଥା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସମ୍ପୃକ୍ତ ସଂସ୍ଥାର ଏକନିଷ୍ଠ ଭାବନାକୁ ଏହା ଏହା ସ୍ବତଃ ପ୍ରତିପାଦିତ କରିଥାଏ।

ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ପୂର୍ବରୁ ଶାହା ଟୋକିଓ ଅଲିମ୍ପିକ୍ସର ରୌପ୍ୟ ପଦକ ବିଜେତା ମୀରାବାଈ ଚାନୁଙ୍କୁ ସମ୍ମାନୀତ କରିଥିଲେ।

ସୂଚନାଯୋଗ୍ୟ, ମଣିପୁର ସରକାର ଚାନୁଙ୍କୁ ପୋଲିସ ବିଭାଗରେ ଅତିରିକ୍ତ ଅଧୀକ୍ଷକ (କ୍ରୀଡା) ଭାବରେ ନିଯୁକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri