Posted inଖେଳ

ଜାଡେଜାଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖି ସ୍ତ୍ରୀ କହିଦେଲେ ଏମିତି କଥା

ରାଜକୋଟ,୧୯।୨: ଇଂଲଣ୍ଡ ବିପକ୍ଷ ପାଞ୍ଚ ଟେଷ୍ଟ ସିରିଜର ତୃତୀୟ ମ୍ୟାଚରେ ଭାରତ ଜିତିଛି। ଭାରତ ରାଜକୋଟରେ ୪୩୪ ରନ୍‌ରେ ଭ୍ରମଣକାରୀ ଦଳକୁ ପରାସ୍ତ କରିଥିଲେ। ଟେଷ୍ଟ ଇତିହାସରେ ଏହା ଭାରତର ସବୁଠାରୁ ବଡ ବିଜୟ। ଏହି ବିଜୟରେ ଭାରତ ପାଇି ହିରୋ ଥିଲେ ରବିନ୍ଦ୍ର ଜାଡେଜା। ଏହି ମ୍ୟାଚର ପ୍ରଥମ ଇନିଂସରେ ଜାଡେଜା ଏକ ଶତକ ହାସଲ କରିଥିଲେ। ସେ ଦ୍ୱିତୀୟ ଇନିଂସରେ ୫ ଉଇକେଟ ନେଇଥିଲେ। ଏହି ପ୍ରଦର୍ଶନ ପାଇଁ ଜାଡେଜାଙ୍କୁ ‘ପ୍ଲେୟାର ଅଫ ଦି ମ୍ୟାଚ’ ଚୟନ କରାଯାଇଥିଲା। ଜାଡେଜାଙ୍କୁ ଏହି ପ୍ରଦର୍ଶନରେ ତାଙ୍କ ସ୍ତ୍ରୀ ରିଭାବା ବେଶଖ ଖୁସି ଅଛନ୍ତି।
ଏହି ମ୍ୟାଚ ପରେ ରିଭାବା ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରିଛନ୍ତି। ଜାଡେଜାଙ୍କ ଫଟୋ ଶେୟାର କରି ସେ କ୍ୟାପସନରେ ଲେଖିଛନ୍ତି, ମୁଁ ରାଜକୋଟରେ ମୋ ସ୍ବାମୀ ରବିନ୍ଦ୍ର ଜାଡେଜାଙ୍କ ଚମତ୍କାର ପ୍ରଦର୍ଶନକୁ ସେଲିବ୍ରେସନ କରୁଛି। ପ୍ରଥମ ଇନିଂସରେ ଏକ ଚମତ୍କାର ଶତକ ହାସଲ କରି ଦ୍ୱିତୀୟ ଇନିଂସରେ ୫ ଉଇକେଟ ନେଇଥିଲେ। ଏହା ସହିତ ସେ ‘ପ୍ଲେୟାର ଅଫ ଦି ମ୍ୟାଚ’ ପୁରସ୍କାର ମଧ୍ୟ ପାଇଥିଲେ। ଭାରତୀୟ କ୍ରିକେଟ ଦଳକୁ ଏହି ଜବରଦସ୍ତ ବିଜୟ ପାଇଁ ଅଭିନନ୍ଦନ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ସାଉଥ୍‌ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ସାଉଥ୍‌ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ…

ହାତୀ ମୃତ୍ୟୁ ଘଟଣା:୩ ଶିକାରୀ ଗିରଫ,ଏବେ ବି ଡେପୁଟି ରେଞ୍ଜର ଫେରାର…

ବାଲିଗୁଡ଼ା,୨୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଅନ୍ତର୍ଗତ ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ୩ ଜଣ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri