Posted inଜାତୀୟ

ଦୁର୍ଘଟଣା ଦେଖି ବାଟରେ ଅଟକିଲେ ରାହୁଲ, ଆହତଙ୍କ ହସ୍ପିଟାଲ ପଠାଇ ଗଲେ ସଂସଦ…

ନୂଆଦିଲ୍ଲୀ,୯।୮ : ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ସଂସଦରେ ପହଞ୍ଚିଛନ୍ତି। ଅବଶ୍ୟ, 10 ଜାନପଥ ଛାଡିବା ପରେ ହଠାତ ତାଙ୍କ ଦଳ କିଛି ଦୂରରେ ଅଟକି ଯାଇଥିଲା। ରାସ୍ତାରେ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ସାହାଯ୍ୟ କରିବା ପାଇଁ ରାହୁଲ ତାଙ୍କ କାରକୁ ଅଟକାଇ ନିଜେ ଉଠାଇବାକୁ ଓହ୍ଲାଇଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହେବାରେ ଲାଗିଛି।

ଭିଡିଓରେ ଏହା ସ୍ପଷ୍ଟ ଭାବରେ ଦେଖାଯାଇଛି ରାହୁଲଙ୍କ ସୁରକ୍ଷା ଦଳ ଯାଉଥିବା ବାଟରେ ଏକ ସ୍କୁଟର ଚାଳକ ରାସ୍ତା ମଝିରେ ପଡିଯାଇଥିଲେ। ଏହା ପରେ ରାହୁଲ ସୁରକ୍ଷାକର୍ମୀଙ୍କ ସହ କାରରୁ ଓହ୍ଲାଇ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ବିଷୟରେ ପଚାରି ବୁଝିଥିଲେ। ଆହତଙ୍କୁ ହସ୍ପିଟାଲକୁ ପଠାଇବା ପରେ ରାହୁଲ ତାଙ୍କ କାରକୁ ଫେରି ସଂସଦ ମୁହାଁ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା…

‘I Am The Boss’… G-7 ମିଟିଂରେ ବଡ଼ ଘୋଷଣା କଲେ ଟ୍ରମ୍ପ! ସମସ୍ତେ କାବା

ନୂଆଦିଲ୍ଲୀ,୧୭।୬: ବୁଧବାର G-7 ନେତାମାନଙ୍କ ବୈଠକର ଶେଷ ଦିନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଏକ ବିବୃତ୍ତି ଭାଇରାଲ ହେଉଛି। କ୍ଲିପରେ, ସମସ୍ତେ ବସିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri