ଏହି ଅଭିନେତ୍ରୀଙ୍କ ପାଦ ଦେଖି ତାଙ୍କ ପ୍ରେମରେ ପଡିଥିଲେ ସଲମାନ

ଏକଦା ବଲିଉଡ୍‌ର ଭାଇଜାନ ସଲମାନ ଖାନ ଏବଂ ନୀଳନୟନା ଐଶ୍ୱର୍ଯ୍ୟା ରାୟଙ୍କ ପ୍ରେମ ସମ୍ପର୍କକୁ ନେଇ ଇଣ୍ଡଷ୍ଟ୍ରିରେ ଚର୍ଚ୍ଚା ହେଉଥିଲା। ଯଦିଓ ଏବେ ଉଭୟଙ୍କର ରାସ୍ତ ଭିନ୍ନ, କିନ୍ତୁ ଆଜିବି ଦୁହଁିକୁ ପ୍ରେମ କାହାଣୀକୁ ଦର୍ଶକ ଭୁଲିନାହାନ୍ତି। ଦୁହେଁ ଏକାଠି କେବଳ ଗୋଟିଏ ଫିଲ୍ମ କରିଛନ୍ତି ଏବଂ ଏହାର ନାମ ହେଉଛି – ହମ ଦିଲ ଦେ ଚୁକେ ସନମ। ଫିଲ୍ମଟି ସୁପରହିଟ ଥିଲା। ଏହାର କିଛି ଦୃଶ୍ୟ ବେଶ୍‌ ସ୍ମରଣୀୟ ।
ଏହି ଦୃଶ୍ୟଗୁଡିକ ମଧ୍ୟରେ ଗୋଟିଏ ଦୃଶ୍ୟ ଏମିତି ଥିଲା, ଯେଉଁଥିରେ ସଲମାନ ଐଶ୍ୱର୍ଯ୍ୟା ରାୟଙ୍କ ଭବିଷ୍ୟତ ହାତ ଦେଖି ନୁହେଁ ବରଂ ପାଦ ଦେଖି ତାଙ୍କ ଭବିଷ୍ୟତ କଥା କହିଥିଲେ। ଏହି ଦୃଶ୍ୟ ପରେ ହିଁ ଉଭୟଙ୍କ ମଧ୍ୟରେ ରିୟଲ୍‌ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିବା କୁହାଯାଏ। ଐଶ୍‌ଙ୍କ ପାଦ ଦେଖି ସଲ୍ଲୁ ଫିଦା ହୋଇଯାଇଥିଲେ। ଉଭୟଙ୍କ କ୍ୟାରିୟରର ସର୍ବୋତ୍ତମ ଫିଲ୍ମ ଥିଲା। ଏହି ଫିଲ୍ମର ଗୀତଗୁଡ଼ିକ ମଧ୍ୟ ହିଟ ହୋଇଥିଲା। ଏହି ଚଳଚ୍ଚିତ୍ର ପରେ ସଲମାନ ଏବଂ ଐଶ୍ୱର୍ଯ୍ୟା ପରସ୍ପରକୁ ଡେଟିଂ ଆରମ୍ଭ କରିଥିଲେ। କିନ୍ତୁ ଅଢେଇ ବର୍ଷ ମଧ୍ୟରେ ଉଭୟଙ୍କ ପ୍ରେମ ସମ୍ପର୍କ ଭାଙ୍ଗିଯାଇଥିଲା। ସଲମାନ ଏବଂ ଐଶ୍ୱର୍ଯ୍ୟାଙ୍କର ଏହା ପ୍ରଥମ ଏବଂ ଶେଷ ଫିଲ୍ମ ଥିଲା। ଏହା ପରେ ଏହି ଯୋଡି କେବେ ରୂପେଲି ପରଦାରେ ଏକାଠି ଦେଖା ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri