Posted inଫୁରସତ

ରାସ୍ତାରେ ବାଇକ୍‌ ଦେଖି ଏମିତି କଲା ହାତୀ, ଭିଡିଓ ଦେଖିଲେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏକ ହାତୀକୁ ଦେଖିବାକୁ ମିଳୁଛି । ହାତୀଟି ରାସ୍ତାରେ ଯାଉଥିବା ବେଳେ ଥୁଆ ହୋଇଥିବା ଏକ ବାଇକ୍‌କୁ ବଲ୍‌ ପରି ଧକ୍କା ଦେଉଛି । ପରେ ତାକୁ ଗୋଇଠା ମାରି ଚାଲିଯାଉଛି। ଭିଡିଓକୁ ଦେଖିଲେ ଖୁବ୍‌ ହସ ଲାଗିବ। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଟିଗଲା ରେଡ୍‌ ଓ୍ବାଇନ ଟ୍ୟାଙ୍କର, ଆଉ ତା’ ପରେ…

ମାଡ୍ରିଡ୍‌,୨୭ା୯: ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଏହି ଭିଡିଓରେ ରେଡ୍‌ ଓ୍ବାଇନ୍‌ ଟ୍ୟାଙ୍କର ଫାଟି...

ପୁଅକୁ କୃଷକ କରିବାକୁ ମା’ ଛାଡିଲେ ୯୦ ହଜାର ଟଙ୍କାର ସରକାରୀ ଚାକିରି

ଆଜମେର,୨୮।୧୧: ରାଜସ୍ଥାନର ଆଜମେରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ସାଧାରଣତଃ ଆଜିକାଲି ସହର ହେଉ କି ଗାଁ ସବୁଠି ଚାକିରିକୁ ବେଶୀ ଗୁରୁତ୍ୱ ଦିଆଯାଉଛି।...

ଲଭ୍‌ଷ୍ଟୋରୀରେ ଟୁଇଷ୍ଟ୍‌: କନ୍ୟା ବିଦା ହୋଇ ନ ପାରି ବରଙ୍କୁ ନେଇଗଲେ ନିଜ ଘରକୁ ଆଉ ତାପରେ…

କାନପୁର, ୧୩।୭: ବିବାହ ପରେ କନ୍ୟା ବାପଘରୁ ବିଦା ହୋଇ ବର ଘରକୁ ଆସିଥାନ୍ତି। ତେବେ ଉତ୍ତରପ୍ରଦେଶରେ ଏହାର ଓଲଟା ଘଟଣା ଦେଖିବାକୁ ମିଳିଛି। ପରସ୍ପରକୁ...

୧ ହଜାର ଡଙ୍ଗରିଆ ପିଲାଙ୍କୁ ଶିକ୍ଷାନୁଷ୍ଠାନ ପଠାଇଛନ୍ତି ସୁବର୍ଦ୍ଦିନୀ

ଶିକ୍ଷାର ଅଭାବ ଯୋଗୁ ଡଙ୍ଗରିଆ ଜନଜାତି ଲୋକେ ସମାଜର ମୁଖ୍ୟସ୍ରୋତରୁ ଦୂରରେ ରହିଥିଲେ। ତେବେ ଏମାନଙ୍କୁ ଶିକ୍ଷିତ କରି ସମାଜର ମୁଖ୍ୟସ୍ରୋତରେ ସାମିଲ କରାଇବା ନିମନ୍ତେ...

କବିତାର ଦୀପ୍ତ ଦୀପ କବି ପ୍ରଦୀପ

୧୪ ସେପ୍ଟେମ୍ବର ୧୯୫୫ ମସିହାରେ ସମ୍ବଲପୁର ଜିଲ୍ଲାର ଡଙ୍ଗରପଡା ଗ୍ରାମରେ ପ୍ରଫେସର ପ୍ରଦୀପ କୁମାର ପଣ୍ଡାଙ୍କ ଜନ୍ମ। ସମକାଳର ଜଣେ ପ୍ରଖର କବି ଯେକି ଆଂଗିକ...

ଜନ୍ମଦିନରେ ଷ୍ଟ୍ରବେରି ଖାଇ ମେଡିକାଲରେ ଭର୍ତ୍ତି ହେଲେ ମହିଳା: ଗଳା ଯାଞ୍ଚ ସମୟରେ ଡାକ୍ତର ଚକିତ

ଅଷ୍ଟ୍ରେଲିଆ ମେଲବୋର୍ନରେ ଏକ ଆଶ୍ଚର୍ଯ୍ୟ ଘଟଣା ସାମ୍ନାକୁ ଆସିଛି। ସେଠାରେ ରହୁଥିବା ଜଣେ ମହିଳା ନିଜ ଜନ୍ମଦିନରେ ଷ୍ଟ୍ରବେରି ଖାଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏପରିକି...

କଣ୍ଟାର ଶେଯରେ ୯ ଭୀଷ୍ମ

ମହାଭାରତରେ ପିତାମହ ଭୀଷ୍ମ ଶରଶଯ୍ୟାରେ ଥିଲେ। ଏହା ଉପରେ ଥାଇ ବି ସେ ଅନେକ ଦିନ ଜୀବିତ ଥିଲେ। କାରଣ ତାଙ୍କୁ ଇଚ୍ଛାମୃତ୍ୟୁର ବରଦାନ ମିଳିଥିଲା।...

୫ ଦିନର ସନ୍ତାନକୁ ବିକ୍ରି କରି ନିଜର ସଉକ୍‌ ପୂରା କରିବାକୁ ଚାହୁଁଥିଲେ ମହିଳା, କାରଣ ଜାଣିଲେ…

ଦୁନିଆରେ ଯଦି କେଉଁ ସମ୍ପର୍କକୁ ସବୁଠୁ ନିକଟତର କୁହାଯାଏ ତେବେ ତାହା ହେଉଛି ମା-ପିଲାର ସମ୍ପର୍କ। ଗୋଟିଏ ପିଲା ପାଇଁ ତା’ ମା’ର ସ୍ନେହ ସବୁଠୁ...

Advertisement
Archives

Model This Week