ପିଲାଙ୍କୁ ଫୁଟ୍‌ବଲ ଖେଳୁଥିବା ଦେଖି ହଠାତ୍‌ ଜଙ୍ଗଲରୁ ଆସିଗଲେ ୨ ଭାଲୁ ଆଉ ତା’ପରେ…

ନବରଙ୍ଗପୁର/ଉମରକୋଟ,୧୨।୯(ବି.ପ୍ର./ସ୍ବ.ପ୍ର): ସର୍କସ୍‌ରେ ହିଂସ୍ର ଜନ୍ତୁମାନେ ପରସ୍ପର ଖେଳୁଥିବାର ସମସ୍ତେ ଦେଖିଥିବେ, ତାହା ପୁଣି ଜଣେ ରିଂ ମାଷ୍ଟରଙ୍କ ନିର୍ଦ୍ଦେଶରେ । ମାତ୍ର ଜଙ୍ଗଲରେ ହିଂସ୍ର ଜନ୍ତୁ ଖେଳୁଥିବା ଶୁଣି ନିଶ୍ଚୟ ଆଶ୍ଚର୍ଯ୍ୟ ଲାଗିବ। ହେଲେ ଏହା ସତ୍ୟ ଘଟଣା। ଦୁଇଟି ଜଙ୍ଗଲୀ ଭାଲୁ ଫୁଟ୍‌ବଲ ଖେଳୁଥିବାର ଦେଖିବାକୁ ମିଳିଛି। ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ସୁକିଗାଁରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ। ଏହାର ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି।
ଘଟଣା ଅନୁଯାୟୀ, ସୁଖୀ ଗାଁର କିଛି ପିଲା ଗାଁ ପଡ଼ିଆରେ ଫୁଟବଲ ଖେଳୁଥିଲେ । ଏହି ସମୟରେ ପଡ଼ିଆ ନିକଟରେ ଥିବା ଜଙ୍ଗଲରୁ ଦୁଇଟି ଭାଲୁ ପିଲାଙ୍କ ନିକଟକୁ ଆସିଥିଲେ। ପିଲାମାନେ ଭାଲୁଙ୍କୁ ଦେଖି ଡରରେ ପଡ଼ିଆ ଛାଡ଼ି ଚାଲି ଯାଇଥିଲେ, କିନ୍ତୁ ବଲ୍‌ଟି ସେଇଠି ରହିଯାଇଥିଲା। ମା’ ଭାଲୁ ଓ ଛୁଆ ଭାଲୁ ଫୁଟ୍‌ବଲକୁ ନେଇ କିଛି ସମୟ ଖେଳିଥିଲେ। ପରେ ବଲ୍‌କୁ ନେଇ ଜଙ୍ଗଲ ମଧ୍ୟକୁ ଚାଲି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri