Posted inଫୁରସତ

କୁକୁର ସହ ଏମିତି ଗେଲ ହେଉଛି ବିଲେଇ, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ବିଲେଇ ଓ କୁକୁର ମଧ୍ୟରେ ସ୍ନେହ ଦେଖିବାକୁ ମିଳୁଛି। ଦୁହେଁ ପରସ୍ପର ଭାବନାରେ ବୁଡ଼ି ଯାଇଛନ୍ତି। ଉଭୟଙ୍କ ଭିତରେ ଭଲପାଇବା ଦେଖିବାକୁ ମିଳୁଛି। ଭିଡିଓକୁ ବୁଟେନ୍‌ଗେବାଇଡେନ୍‌ ଟୁଇଟର ହ୍ୟାଣ୍ଡେଲରେ ଶେୟାର ହୋଇଛି।ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତବର୍ଣ୍ଣ ହେଲା ଦକ୍ଷିଣ କୋରିଆ ନଦୀ, ଜାଣନ୍ତୁ କାରଣ

ଉତ୍ତର-ଦକ୍ଷିଣ କୋରିଆ ସୀମାରେ ଥିବା ଏକ ନଦୀ ରକ୍ତବର୍ଣ୍ଣ ହୋଇଯାଇଛି। କାରଣ ଏହି ଦେଶରେ ଆଫ୍ରିକା ସ୍ବାଇନ୍‌ ଜ୍ୱର ବ୍ୟାପିଛି। ତେଣୁ ଏହାକୁ ରୋକିବା ପାଇଁ...

ନିୟମରେ ବଡ଼ ପରିବର୍ତ୍ତନ: ବିବାହ ପୂର୍ବରୁ ଏକାଠି ରହିପାରିବେ ପ୍ରେମୀ ଯୁଗଳ

ସମୟ ଅନୁସାରେ ସବୁକିଛି ପରିବର୍ତ୍ତିତ ହୋଇଥାଏ। ଗୋଟିଏ ସମୟ ପରେ ସବୁ ଜିନିଷର ପରିବର୍ତ୍ତନ ଅପରିହାର୍ଯ୍ୟ। ଏମିତି ଏକ ପରିବର୍ତ୍ତନ ଦେଖିବାକୁ ମିଳିଛି କଠୋରପନ୍ଥି ଦେଶ...

ଫେଲ୍‌ ମାରିଲେ ବାଘ, କୁମ୍ଭୀର ଦେଖନ୍ତୁ କିପରି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା...

ବିଶ୍ୱ ଆଣବିକ ପରୀକ୍ଷଣ ନିରୋଧୀ ଦିବସ

ଆଣବିକ ପରୀକ୍ଷଣ କରି ଏବେ ସବୁ ଦେଶ ନିଜର ଶକ୍ତି ପ୍ରଦର୍ଶନ କରିବାରେ ଲାଗିଛନ୍ତି। ଏହା ପୃଥିବୀ ପ୍ରତି କେତେ ଯେ ବିପଦପୂର୍ଣ୍ଣ ତାହା କେହି...

କଫି ବର୍ଜ୍ୟରୁ ତିଆରି ହେଲା ସନ୍‌ଗ୍ଲାସ୍‌

କିଓ୍ବି,୨୯।୧: ପ୍ଲାଷ୍ଟିକ୍‌ର ବ୍ୟବହାର ରୋକିବା ପାଇଁ ୟୁକ୍ରେନ୍‌ର କଫି କମ୍ପାନୀ ପକ୍ଷରୁ ଏକ ନିଆରା ସନ୍‌ଗ୍ଲାସ୍‌ ତିଆରି କରାଯାଇଛି। ଏହା କଫି ବର୍ଜ୍ୟରୁ ପ୍ରସ୍ତୁତ ହୋଇଛି।...

ମାଓବାଦୀ ଅଞ୍ଚଳରେ ଗର୍ଭବତୀଙ୍କୁ ସହାୟକ ହେଉଛି ବାଇକ୍‌ ଆମ୍ବୁଲାନ୍ସ

ରାୟପୁର,୭।୧: ଛତିଶଗଡ଼ର ମାଓ ପ୍ରଭାବିତ ଅଞ୍ଚଳ ମଧ୍ୟରୁ ନାରାୟଣପୁରର ଅଧିକାଂଶ ଗାଁ ଏବେବି ମୁଖ୍ୟ ସଡ଼କ ସହ ଯୋଡି ହୋଇପାରି ନ ଥିବା ଏକ ବଡ...

ବିବାହ କରିବେ ବିଲ୍‌ ଗେଟସ୍‌ଙ୍କ ଝିଅ!

ଓ୍ବାଶିଂଟନ: ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ବିଲ୍‌ ଗେଟସ୍‌ଙ୍କ ଝିଅ ଜେନିଫର ଏବେ ବିବାହ କରିବାକୁ ଯାଉଛନ୍ତି। ଏକଥା ନିଜେ ଜେନିଫର ସୋସିଆଲ ମିଡିଆ ମାଧ୍ୟମରେ ଜଣାଇଛନ୍ତି। ସେ...

ଖବର ପରିବେଷଣବେଳେ ଢୋକିଲେ ମାଛି

ଅଟାୱା: ଯଦି ହଠାତ୍‌ ଆମ ଆଗକୁ କିଛି ଜିନିଷ ଆସିଯାଏ, ତେବେ ଆମେ ତାକୁ ସାମ୍‌ନା କରିବା ସାମାନ୍ୟ କଷ୍ଟ ହୋଇଥାଏ। କନାଡାର ଗ୍ଲୋବାଲ ନ୍ୟୁଜ୍‌...

Advertisement
Archives

Model This Week