Posted inଫୁରସତ

ବ୍ୟକ୍ତିଙ୍କ ହାତରେ ମାଂସ ଖଣ୍ଡ ଦେଖି ନଦୀରୁ ଉପରକୁ ଆସିଲା କୁମ୍ଭୀର… ଆଉ ତାପରେ

ବର୍ତ୍ତମାନ ସୋସିଆଲ ମିଡିଆରେ କୁମ୍ଭୀରର ଏକ ଭିଡିଓ ଖୁବ୍‌ ଭାଇରାଲ ହେଉଛି। ଏହି ଏହି ଭିଡିଓ ଦେଖି ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଭିଡିଓରେ କୁମ୍ଭୀରଟି ମଧ୍ୟ ମାଂସ ଖାଇବା ପାଇଁ ନଦୀରୁ ବାହାରି ଆସୁଛି। ଜଣେ ବ୍ୟକ୍ତି କୁମ୍ଭୀରକୁ ଅତ୍ୟନ୍ତ ବିପଜ୍ଜନକ ଉପାୟରେ ଖାଇବାକୁ ଦେଉଛନ୍ତି। କୁମ୍ଭୀରଟି ଡେଇଁବା ଦେଖି ସମସ୍ତେ ଭୟଭୀତ ହୋଇ ଯାଉଛନ୍ତି।

ଏହି ଭିଡିଓକୁ ଅଫିସିଆଲ ଇନଷ୍ଟାଗ୍ରାମରେ ଗାଟୋରଲ୍ୟାଣ୍ଡ, ଅର୍ଲାଣ୍ଡୋ ଶେୟାର କରି କ୍ୟାପଶନରେ ଲେଖିଛନ୍ତି ଶିକାରୀଙ୍କୁ ସମ୍ପୂର୍ଣ୍ଣ ଖାଦ୍ୟ ଦରକାର …’। ଭିଡିଓରେ ଆପଣ ଦେଖିପାରିବେ ଯେ, ଜଣେ ପ୍ରଶିକ୍ଷକ କୁମ୍ଭୀରକୁ ନିଜ ହାତରେ ଖାଇବାକୁ ଦେଉଛନ୍ତି। ପ୍ରଶିକ୍ଷକ ନଦୀ ନିକଟକୁ ଯାଇ ମାଂସ ଖଣ୍ଡ ସହିତ ଠିଆ ହେଲେ। ପରେ କୁମ୍ଭୀରଟି ମାଂସ ଖଣ୍ଡକୁ ଦେଖିବା ମାତ୍ରେ ବାହାରକୁ ଆସୁଛି।

କୁମ୍ଭୀରଟି ଟ୍ରେନରଙ୍କ ନିକଟକୁ ଆସିବା ମାତ୍ରେ ଟ୍ରେନର ପଛକୁ ଫେରୁଛନ୍ତି। ମାତ୍ର କୁମ୍ଭୀର ତାଙ୍କୁ ଅନୁସରଣ କରି ମାଂସ ଖଣ୍ଡ ଉପରେ ଆଖି ରଖି ପଛକୁ ଫେରୁଛି। ପ୍ରଶିକ୍ଷକ ହାତ ଉପରକୁ ଉଠାନ୍ତି, ତେଣୁ କୁମ୍ଭୀରଟି ଉପରକୁ ଡେଇଁ ମାଂସ ଖାଉଛି। ଏହି ଭିଡିଓ ଅଧିକ ଭାଇରାଲ ହେଉଛି।

https://www.instagram.com/p/CDEUMvxAI3K/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

କେତୁଙ୍କ ବକ୍ରି ଚଳନ: ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନବର୍ଷାକୁ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ଓଲଟା ଚଳନ (ବକ୍ରୀ) କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଚଳନ କରିବାକୁ ଯାଉଛନ୍ତି। କେତୁଙ୍କର ଏହି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?