Posted inଫୁରସତ

ବାଘକୁ ଏତେ ପାଖରେ ଦେଖି ଟିକେ ବି ଡରିଲାନି କୁଟୁରା, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ବାଘକୁ ଦେଖି ମଧ୍ୟ କୁଟୁରା ଭୟ କରୁ ନାହିଁ ସେହିଭଳି ଦୃଶ୍ୟ ଦେଖିବାକୁ ମିଳୁଛି। ବାଘଟି ଛପିଛପି ପଛରୁ ଆସୁଥିବା ବେଳେ ମଧ୍ୟ କୁଟୁରା ଡରୁ ନାହିଁ। ସେ ତା ସାମ୍ନାକୁ ଆସୁଛି ପରେ ମଧ୍ୟ କୁଟୁରା ଖାଇ ଚାଲିଛି। ତେବେ ଆପଣ ଭାବୁଥିବେ ଏମିତି କିପରି ସମ୍ଭବ। ଏକ ତାର ଜାଲିର ଉଭୟ ପାର୍ଶ୍ୱରେ ଦୁହେଁଥିବାରୁ ବାଘ ଯେତେ କୁଟୁରାକୁ ଆକ୍ରମଣ କରିବାକୁ ଚାହୁଁଛି ପାରୁନାହିଁ। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri