ପୁଅଙ୍କ ଏହି ଗୁଣକୁ ଦେଖି ନିଜର କରିବାକୁ ଚାହାନ୍ତି ଝିଅମାନେ

ପୁଅ ହୁଅନ୍ତୁ ଅବା ଝିଅ ସମସ୍ତଙ୍କର ନିଜର ପସନ୍ଦ ରହିଛି। କାହାକୁ ଯତ୍ନଶୀଳ ସ୍ବଭାବର ସାଥୀ ପସନ୍ଦ ତ ଆଉ କାହାକୁ ମଜାଳିଆ ପ୍ରକୃତିର। ସେହିପରି କେହି ସୁନ୍ଦର ଚେହେରାକୁ ପସନ୍ଦ କରିଥାନ୍ତି ତ ଆଉ କେହି ଭଲ ଗୁଣ ଦେଖି। ହେଲେ ଦିନେ ନା ଦିନେ ସମସ୍ତଙ୍କୁ ବିବାହ ବନ୍ଧନରେ ବାନ୍ଧି ହେବାକୁ ପଡ଼ିଥାଏ। ତେବେ ସବୁ ପୁଅ ଏବଂ ଝିଅ ନିଜ ମନ ମୁତାବକ ସାଥୀ ଖୋଜିଥାନ୍ତି।
ଏକ ରିପୋର୍ଟ ଅନୁଯାୟୀ, ପୁଅମାନେ କେବଳ ସୁନ୍ଦର ଚେହେରା ଦେଖି ଝିଅମାନଙ୍କୁ ପସନ୍ଦ କରି ନ ଥାନ୍ତି। ଝିଅମାନଙ୍କ କିଛି କଥା ସେମାନଙ୍କୁ ବେଶ୍‌ ଆକର୍ଷିତ କରିଥାଏ। ଯାହାଫଳରେ ପୁଅମାନେ ଉକ୍ତ ଝିଅକୁ ନିଜର ଜୀବନସାଥୀ କରିବାକୁ ଚାହିଁଥାନ୍ତି। ସମୟ ସହ ନିଜକୁ ପରିବର୍ତ୍ତନ କରିପାରୁଥିବା ଝିଅମାନଙ୍କୁ ପୁଅମାନେ ବେଶି ପସନ୍ଦ କରନ୍ତି। ଯେମିତି କି, କେଉଁ ସମୟରେ କିପରି କଥାବାର୍ତ୍ତା କରାଯିବ, କିପରି ପୋଷାକ ପିନ୍ଧିବାକୁ ହେବ ଆଦି। ଏସବୁ ବୁଝିପାରୁଥିବା ଝିଅମାନଙ୍କୁ ପୁଅମାନେ ବେଶି ପସନ୍ଦ କରିଥାନ୍ତି।
ଠିକ୍‌ ସେହିପରି ଶାନ୍ତ ସ୍ବଭାବର ଝିଅଙ୍କୁ ଖୁବ୍‌ କମ୍‌ ପୁଅ ପସନ୍ଦ କରିଥାନ୍ତି। ଅର୍ଥାତ୍‌ ଯେଉଁ ଝିଅମାନେ ଖୋଲାଖୋଲି ଭାବେ କଥା ହୋଇଥାନ୍ତି ସେମାନଙ୍କୁ ପୁଅମାନେ ବହୁତ ପସନ୍ଦ କରିଥାନ୍ତି। ଏଥିସହ ବଡ଼ମାନଙ୍କ କଥା ଶୁଣୁଥିବା ଏବଂ ସେମାନଙ୍କୁ ସମ୍ମାନ ଦେଉଥିବା ଝିଅମାନଙ୍କୁ ପୁଅମାନେ ବେଶି ପସନ୍ଦ କରିଥାନ୍ତି। ଯେଉଁ ଝିଅ ଭଲ ରୋଷେଇ କରନ୍ତି ସେମାନେ ପୁଅମାନଙ୍କା ବେଶି ପସନ୍ଦ।


Enter your email to get our daily news in your inbox.

All Right Reserved By Dharitri.Com

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri