ପୁଅଙ୍କ ଏହି ଗୁଣକୁ ଦେଖି ନିଜର କରିବାକୁ ଚାହାନ୍ତି ଝିଅମାନେ

ପୁଅ ହୁଅନ୍ତୁ ଅବା ଝିଅ ସମସ୍ତଙ୍କର ନିଜର ପସନ୍ଦ ରହିଛି। କାହାକୁ ଯତ୍ନଶୀଳ ସ୍ବଭାବର ସାଥୀ ପସନ୍ଦ ତ ଆଉ କାହାକୁ ମଜାଳିଆ ପ୍ରକୃତିର। ସେହିପରି କେହି ସୁନ୍ଦର ଚେହେରାକୁ ପସନ୍ଦ କରିଥାନ୍ତି ତ ଆଉ କେହି ଭଲ ଗୁଣ ଦେଖି। ହେଲେ ଦିନେ ନା ଦିନେ ସମସ୍ତଙ୍କୁ ବିବାହ ବନ୍ଧନରେ ବାନ୍ଧି ହେବାକୁ ପଡ଼ିଥାଏ। ତେବେ ସବୁ ପୁଅ ଏବଂ ଝିଅ ନିଜ ମନ ମୁତାବକ ସାଥୀ ଖୋଜିଥାନ୍ତି।
ଏକ ରିପୋର୍ଟ ଅନୁଯାୟୀ, ପୁଅମାନେ କେବଳ ସୁନ୍ଦର ଚେହେରା ଦେଖି ଝିଅମାନଙ୍କୁ ପସନ୍ଦ କରି ନ ଥାନ୍ତି। ଝିଅମାନଙ୍କ କିଛି କଥା ସେମାନଙ୍କୁ ବେଶ୍‌ ଆକର୍ଷିତ କରିଥାଏ। ଯାହାଫଳରେ ପୁଅମାନେ ଉକ୍ତ ଝିଅକୁ ନିଜର ଜୀବନସାଥୀ କରିବାକୁ ଚାହିଁଥାନ୍ତି। ସମୟ ସହ ନିଜକୁ ପରିବର୍ତ୍ତନ କରିପାରୁଥିବା ଝିଅମାନଙ୍କୁ ପୁଅମାନେ ବେଶି ପସନ୍ଦ କରନ୍ତି। ଯେମିତି କି, କେଉଁ ସମୟରେ କିପରି କଥାବାର୍ତ୍ତା କରାଯିବ, କିପରି ପୋଷାକ ପିନ୍ଧିବାକୁ ହେବ ଆଦି। ଏସବୁ ବୁଝିପାରୁଥିବା ଝିଅମାନଙ୍କୁ ପୁଅମାନେ ବେଶି ପସନ୍ଦ କରିଥାନ୍ତି।
ଠିକ୍‌ ସେହିପରି ଶାନ୍ତ ସ୍ବଭାବର ଝିଅଙ୍କୁ ଖୁବ୍‌ କମ୍‌ ପୁଅ ପସନ୍ଦ କରିଥାନ୍ତି। ଅର୍ଥାତ୍‌ ଯେଉଁ ଝିଅମାନେ ଖୋଲାଖୋଲି ଭାବେ କଥା ହୋଇଥାନ୍ତି ସେମାନଙ୍କୁ ପୁଅମାନେ ବହୁତ ପସନ୍ଦ କରିଥାନ୍ତି। ଏଥିସହ ବଡ଼ମାନଙ୍କ କଥା ଶୁଣୁଥିବା ଏବଂ ସେମାନଙ୍କୁ ସମ୍ମାନ ଦେଉଥିବା ଝିଅମାନଙ୍କୁ ପୁଅମାନେ ବେଶି ପସନ୍ଦ କରିଥାନ୍ତି। ଯେଉଁ ଝିଅ ଭଲ ରୋଷେଇ କରନ୍ତି ସେମାନେ ପୁଅମାନଙ୍କା ବେଶି ପସନ୍ଦ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri