ସ୍ବାମୀଙ୍କ ମଧ୍ୟରେ ଏହି ଗୁଣ ଦେଖି ବଢ଼େ ମହିଳାଙ୍କ ଉତ୍ସାହ

ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଅନେକ ହତୋପଦେଶ ବର୍ଣ୍ଣନା କରିଛନ୍ତି। ଏହା ଜୀବନର ପ୍ରତ୍ୟେକ ସମସ୍ୟାର ସମାଧାନ କରିଥାଏ। ଯାହାକୁ ଆପଣାଇ ଜଣେ ଖୁସିରେ ଜୀବନ ଅତିବାହିତ କରିପାରିବ। ସେ ତାଙ୍କ ଶ୍ଳୋକରେ କହିଛନ୍ତି ଯେ,
ବ୍ରାହ୍ମଣଙ୍କ ପାଇଁ ଖାଦ୍ୟ ନିମନ୍ତ୍ରଣ ଏକ ଉତ୍ସବ।

ଗୋରୁକୁ ନୂତନ ଘାସ ମିଳିବା ଉତ୍ସବ ପାଳନ କରିବା ସହ ସମାନ ।
ସ୍ବାମୀଙ୍କ ମଧ୍ୟରେ ଉତ୍ସାହ ଭରି ରହିବା ଦେଖି ମହିଳାମାନଙ୍କ ଉତ୍ସାହ ବଢ଼ିଥାଏ।

ପଦର ଶେଷରେ ଚାଣକ୍ୟ କହିଛନ୍ତି ଯେ, ମୋ ପାଇଁ ଶ୍ରୀକୃଷ୍ଣଙ୍କ ପାଦତଳେ ଅନୁରାଗ ଏକ ଉତ୍ସବ ସଦୃଶ।


Enter your email to get our daily news in your inbox.

All Right Reserved By Dharitri.Com

ପିଉଛନ୍ତି କି ଗ୍ରୀନ୍‌ ଟି ?

ଶରୀର ଲାଗି ଗ୍ରୀନ୍‌ ଟି ଉପକାରୀ। ଏହା କୋଲେଷ୍ଟରଲ କମ୍‌ କରିବା ସହ ହୃଦ୍‌ଘାତରୁ ଆରମ୍ଭ କରି ଷ୍ଟ୍ରୋକ୍‌ ପର୍ଯ୍ୟନ୍ତ ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି...

ଘରକରଣା

ଏକ କପ୍‌ ପଇଡ ପାଣିରେ ଦୁଇଟି ବ୍ରେଡ ଓ ଏକ ଚାମଚ ଚିନି ମିଶାଇ ଗ୍ରାଇଣ୍ଡିଂ କରି ଦିଅନ୍ତୁ। ଏହି ମିଶ୍ରଣକୁ ଇଡ୍‌ଲି ମିଶ୍ରଣରେ ମିଶାଇଲେ...

ସପ୍ତାହରେ ଦୁଇଥର ଏହି ଖାଦ୍ୟ ଖାଇଲେ ଦୂର ହୁଏ ହୃଦ୍‌ରୋଗ ଆଶଙ୍କା

ଆଜିକାଲି ଏମିତି ରୋଗ ହେଉଛି ନିମିଷକ ମଧ୍ୟରେ ପ୍ରାଣ ଚାଲିଯାଉଛି। ତେଣୁ ଖାଇବା ପିଇବା ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ସୁସ୍ଥ ଜୀବନଶୈଳୀ ଆପଣାଇବା...

ଏହି ୪ କାରଣରୁ ଭାଙ୍ଗିଯାଏ ସମ୍ପର୍କ… ଜାଣନ୍ତୁ…

ସମ୍ପର୍କରେ ବୁଝାମଣାକୁ ଅଧିକ ଗୁରୁତ୍ୱ ଦିଆଯାଏ। ଯଦି ବୁଝାମଣା ଠିକ୍‌ ରହେ ତେବେ ସାଥୀଙ୍କ ମଧ୍ୟରେ ମନମାଳିନ୍ୟ କମ୍‌ ହୁଏ। ବେଳେ ବେଳେ ଛୋଟ ଛୋଟ...

ଓ୍ବିଣ୍ଟର ଲୁକ୍‌

ଶୀତଦିନେ ସ୍ବେଟର, ମଫ୍‌ଲର ପିନ୍ଧି ଯେ, ଷ୍ଟାଇଲିଶ୍‌ ଲୁକ୍‌ ମିଳିବ ଅନେକେ ଭାବି ପାରନ୍ତି ନାହିଁ। ତେବେ ଆଜିକାଲି ବିଭିନ୍ନ ପ୍ରକାରର ଷ୍ଟାଇଲିଶ୍‌ ଓ୍ବିଣ୍ଟର ଓ୍ବେର...

ଯୋଗ ଓ ଆଣ୍ଠୁଗଣ୍ଠି ଯନ୍ତ୍ରଣା

କେବଳ ବୟସ ବଢ଼ିବା ନୁହେଁ, ଆଜିକାଲି ଅନେକ ଯୁବପିଢ଼ି ଆଣ୍ଠୁଗଣ୍ଠି ଯନ୍ତ୍ରଣାର ସମ୍ମୁଖୀନ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ଉପଶମ ପାଇବାର ଏକ ସରଳ ଉପାୟ...

ହେୟାର କଲର କରୁଥିଲେ…

ବର୍ତ୍ତମାନ ଅଧିକାଂଶ ଯୁବପିଢ଼ିଙ୍କ ଲାଗି ହେୟାର କଲରିଂ ବିନା ଯେମିତି ଫ୍ୟାଶନ ଅଧୁରା । ତେବେ ଆପଣ ଜାଣନ୍ତିକି ସୌନ୍ଦର୍ଯ୍ୟ ବୃଦ୍ଧି କରିବା ଲାଗି ବ୍ୟବହାର...

ଅଂଶୁଘାତ କାରଣ ଓ ପ୍ରତିକାର

ପୌରାଣିକ ମତବାଦ, ପାଞ୍ଜିରେ ଲେଖାଯାଇଥିବା ତଥ୍ୟ ଏବଂ ବିଶିଷ୍ଟ ଜ୍ୟୋତିର୍ବିିଦ୍‌ ପଠାଣି ସାମନ୍ତଙ୍କ ଗଣନା ଅନୁଯାୟୀ ସୂର୍ଯ୍ୟଙ୍କ ଚାରିପଟେ ବିଭିନ୍ନ ଗ୍ରହ ଓ ନକ୍ଷତ୍ର ନିଜେ...

Advertisement
Archives

Model This Week