Posted inଫୁରସତ

ଦର୍ପଣରେ ନିଜକୁ ଦେଖି କୁକୁର କରୁଛି ଏପରି

 

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ କୁକୁରକୁ ଦେଖିବାକୁ ମିଳୁଛି। ଯିଏ ଏକ ଦର୍ପଣ ସାହାଯ୍ୟରେ ନିଜର ପ୍ରତିବିମ୍ବକୁ ଦେଖି ଆଶ୍ଚର୍ଯ୍ୟ ହୋଇଯାଉଛି। ସେ ଜାଣିପାରୁନାହିଁ ଯେ ସେ ତା ନିଜକୁ ଦେଖୁଛି। ପରେ ସେ ଦର୍ପଣରେ ନିଜକୁ ଦେଖି ଅନେକ ଆକ୍ସନ କରୁଛି। ଭିଡିଓକୁ ବୁଇଟେନ ଗେବିଡେନ୍‌ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରାଯାଇଛିି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 

https://twitter.com/buitengebieden/status/1523065975654195201?cxt=HHwWgoDRhe6bgqMqAAAA


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର।…

‘ଶ୍ରମିକଙ୍କୁ ମିଳିବ ରୋଜଗାରର ନୂଆ ଗ୍ୟାରେଣ୍ଟି’

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ରାଜୀବ ଗାନ୍ଧୀ ସେବା ଭବନଠାରେ ବିକଶିତ ଭାରତ-ଜୀ ରାମ ଜୀ ଆକ୍ଟ ସମ୍ପର୍କୀୟ ବ୍ଲକସ୍ତରୀୟ ପ୍ରସ୍ତୁତି…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri