ଭାରତକୁ କ୍ଷମା ମାଗନ୍ତୁ ମାଳଦ୍ୱୀପ ରାଷ୍ଟ୍ରପତି

ମାଲେ,୩୧।୧: ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁ ଭାରତ ଓ ଏହାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବେ କ୍ଷମା ମାଗନ୍ତୁ ବୋଲି ଜୁମହୁରି ପାର୍ଟି ନେତା ଗାସୁଇମ୍‌ ଇବ୍ରାହିମ୍‌ ଦାବି କରିଛନ୍ତି। ଭାରତ ଓ ମାଳଦ୍ୱୀପ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ସୁଧାର ଆଣିବାକୁ ହେଲେ କୂଟନୈତିକ ସମ୍ପର୍କ ପୁନର୍ବାର ବଢ଼ାଇବା ଜରୁରୀ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଚାଇନା ସପକ୍ଷବାଦୀ ମାଳଦ୍ୱୀପ ରାଷ୍ଟ୍ରପତି ମୁଇଜୁ ଭାରତ ବିରୋଧରେ ମନ୍ତବ୍ୟ ଦେବା ସହ ମାର୍ଚ୍ଚ ୧୫ ସୁଦ୍ଧା ସେନା ପ୍ରତ୍ୟାହାର କରିବାକୁ କହିଥିଲେ। ଭାରତର ପ୍ରଧାନମନ୍ତ୍ରୀଙ୍କ ପ୍ରତି ମାଳଦ୍ୱୀପର ୩ ମନ୍ତ୍ରୀ ସୋସିଆଲ ମିଡିଆରେ ଅପମାନଜନକ ମନ୍ତବ୍ୟ ଦେବା ପରେ ଦୁଇ ଦେଶ ମଧ୍ୟରେ କୂଟନୈତିକ ବିବାଦ ଦେଖାଦେଇଥିଲା। ମାଳଦ୍ୱୀପ ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ଡିପି ରାଷ୍ଟ୍ରପତି ମୁଇଜୁଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବାକୁ ଯୋଜନା କରୁଥିବାବେଳେ ଇବ୍ରାହିମ୍‌ ଉପରୋକ୍ତ ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK ମ୍ୟାଚ ବୟକଟ ଶେଷ କରିବାକୁ ICC ସାମ୍ନାରେ ୩ଟି ବଡ଼ ଦାବି ରଖିଲା ପାକିସ୍ତାନ, ଏହାକୁ ମାନିବ କି ଭାରତ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପ 2026 ରେ ଭାରତ ବନାମ ପାକିସ୍ତାନ ମ୍ୟାଚ ଉପରେ କଳାବାଦଲ ଘୋଡ଼ାଇ ହୋଇ ରହିଛି। ପାକିସ୍ତାନ ଏହି ଟୁର୍ଣ୍ଣାମେଣ୍ଟରେ ଭାରତ…

ମିଠା ପ୍ରସ୍ତୁତ ମେଶିନରେ ପଶିଗଲା ନାବାଳକଙ୍କ ହାତ, ଆଉ ତା’ ପରେ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରେଡ୍ଡୀ ସାହିରେ ରବିବାର ରାତିରେ ଏକ ଅଘଟଣ ଘଟିଛି। ରେଡ୍ଡୀ ସାହିରେ ଥିବା ସିଙ୍ଗପୁର ଗ୍ରାମର…

ଚେନ୍ନାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ବ୍ୟବଚ୍ଛେଦ କରା ନ ଯିବାରୁ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ.ସନ୍ତୋଷ ରେଡ୍ଡୀ(୩୨) ନାମକ ଜଣେ ଦାଦନ ଶ୍ରମିକଙ୍କ ଚେନ୍ନାଇରେ ସନ୍ଦେହଜନକ ମୃତ୍ୟୁ…

ଠିକାଦାରଙ୍କ ମନମାନି: ଜଙ୍ଗଲ କାଟି ରାସ୍ତା ତିଆରି, ସ୍ଥାୟିତ୍ୱ ନେଇ ପ୍ରଶ୍ନ

ମହାକାଳପଡ଼ା,୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ସୁରକ୍ଷା ପାଇଁ ତଟ ବନ୍ଧ ବିଭାଗ ପକ୍ଷରୁ ଖରିନାସୀ- ବାରନମ୍ବର ଘେରିବନ୍ଧ ପ୍ରଶସ୍ତୀକରଣରେ ଉଚ୍ଚ,…

୨୦୨୬ ଟି-୨୦ ବିଶ୍ୱକପ ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ! ପ୍ରଥମ ମ୍ୟାଚ ପରେ ୱେଷ୍ଟଇଣ୍ଡିଜ ନମ୍ବର ୧, ଭାରତର ସ୍ଥାନ କେଉଁଠି ଜାଣନ୍ତୁ

ନୂଆଦିଲ୍ଲୀ,୯।୨: ୨୦୨୬ ଟି-୨୦ ବିଶ୍ୱକପ ଆରମ୍ଭ ଆଶାଠାରୁ ଅଧିକ ରୋମାଞ୍ଚକର ହୋଇଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦୁଇ ଦିନ କୌଣସି ବଡ଼ ବିପର୍ଯ୍ୟୟ ସୃଷ୍ଟି କରିନଥିଲେ ମଧ୍ୟ, ସହଯୋଗୀ…

ଟି-୨୦ ବିଶ୍ୱକପ ଇତିହାସର ସବୁଠାରୁ ଲଜ୍ଜାଜନକ ସ୍କୋର, ଜାଣନ୍ତୁ କେତେ ଥିଲା ସ୍କୋର

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପର ଇତିହାସ ରୋମାଞ୍ଚକର ପ୍ରତିଯୋଗିତା, ହାଇ ସ୍କୋର ଏବଂ ଶେଷ ଓଭର ପର୍ଯ୍ୟନ୍ତ ଲମ୍ବିଥିବା ମ୍ୟାଚ ପାଇଁ ଜଣାଶୁଣା। ତଥାପି, ଏହି…

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲା ତୁରେକେଲା ଥାନା ପଣ୍ଡରେନ ଗାଁ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଅଜା ନାତିଙ୍କ ସହ ଆଉ ୨ ଜଣଙ୍କ ମୃତ୍ୟୁ…

ପୁଣି ଫେରିଲା ଶୀତ, ନିଆଁ-ଖରାକୁ ଖୋଜିଲେଣି ଲୋକେ

ଦାରିଙ୍ଗବାଡ଼ି,୯ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କିଛି ଦିନ ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ଫଳରେ ଏହି ଅସହ୍ୟ ଜାଡ଼ ଜନଜୀବନକୁ ପ୍ରଭାବିତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri