Odisha Elections 2024
Posted inଜାତୀୟ

ପାକିସ୍ତାନ ସେନାରେ ସୀମାଙ୍କ ପରିବାର: ଭାଇ କରାଚିରେ ସୈନିକ, ଦାଦା ଇସଲାମାବାଦରେ ଅଫିସର

ନୂଆଦିଲ୍ଲୀ,୧୯।୭: ପାକିସ୍ତାନରୁ ଭାରତ ଚାଲିଆସିଥିବା ସୀମା ହାଇଦରଙ୍କ ଅଡୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ଦୁଇଦିନ ଧରି ତାଙ୍କୁ ୟୁପି ଏଟିଏସ୍‌ ପଚରାଉଚରା କରୁଛି। ଏସବୁ ଭିତରେ ସୀମାଙ୍କ ପରିବାରରୁ ଦୁଇଜଣ ପାକିସ୍ତାନ ସେନାରେ ଥିବା ଜଣାପଡ଼ିଛି। ତାଙ୍କ ଦାଦା ସେନାରେ ଅଫିସର ଥିବା ବେଳେ ଇସଲାମାବାଦରେ ପୋଷ୍ଟିଂ ହୋଇଛନ୍ତି। ସେହିଭଳି ଭାଇ ଆସିଫ ସେନାରେ ଅଛନ୍ତି। ତାଙ୍କ ପୋଷ୍ଟିଂ କରାଚିରେ ହୋଇଛି।

ପ୍ରକାଶ ଥାଉ କି, ସୀମା ନିଜ ସାଙ୍ଗରେ ୪ ପିଲାଙ୍କୁ ଧରି ୟୁପିରେ ଥିବା ପ୍ରେମିକ ସଚିନଙ୍କ ପାଖକୁ ଚାଲିଆସିଛନ୍ତି। ହେଲେ ସେ ପାକିସ୍ତାନୀ ଗୁପ୍ତଚର ହୋଇଥିବା ସନ୍ଦେହ କରାଯାଉଛି। ଏହି ପରିପ୍ରେକ୍ଷୀରେ ତାଙ୍କୁ ପଚରାଉଚରା କରାଯାଉଛି। ଅପରପକ୍ଷେ ତାଙ୍କ ସ୍ବାମୀ ଗୁଲାମ ଲଗାତାର ଭିଡିଓ କରି ସ୍ତ୍ରୀ ପିଲାଙ୍କୁ ତାଙ୍କ ପାଖକୁ ପଠାଇ ଦିଆଯାଉ ବୋଲି ଭାରତ ସରକାରଙ୍କୁ ନେହୁରା ହେଉଛନ୍ତି। ସୀମା କିନ୍ତୁ ଫେରିବେ ନାହିଁ ବୋଲି ଜିଦ୍‌ରେ ଅଟଳ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତିଶିଙ୍କ ଗମ୍ଭିର ଅଭିଯୋଗ: କିଛି ଦିନ ହେବ ଭାଜପା ସହ ସମ୍ପର୍କରେ ଅଛନ୍ତି ଶ୍ୱାତି, ନଡ୍ଡା କହିଲେ ଏଏପିର ଚୋରି ଧରାପଡିଲା

ନୂଆଦିଲ୍ଲୀ,୧୮।୫: ଶ୍ୱାତି ମାଲିଓ୍ବାଲଙ୍କ ମାମଲାକୁ ନେଇ ଗୋଟିଏ ପଟେ ପୋଲିସ ଯାଞ୍ଚ କରୁଥିବା ବେଳେ ଅନ୍ୟପଟେ ଏହାକୁ ନେଇ ରାଜନୀତି ବି ହୋଇଛି ସରଗରମ। ଆମ...

ଥାନାରେ ସ୍ବାମୀଙ୍କ ସହ ମିଶି ଆତ୍ମହତ୍ୟା କଲେ ନାବାଳିକା: ଥାନା ଜାଳିଲେ ଉତ୍ତ୍ୟକ୍ତ ଗ୍ରାମବାସୀ

ପାଟନା,୧୮।୫: ବିହାର ଅରାରିଆରେ ଏକ ଅଭବାବନୀୟ ଘଟଣା ଘଟିଛି। ଜଣେ ୧୪ ବର୍ଷର ଝିଅ ତାଙ୍କ ଭିଣେଇ ମିଠୁ ସିଂଙ୍କ ସହିତ ମିଶି ତରବାରୀ ପୋଲିସ...

ଡ୍ରାମା କୁଇନ ରାଖୀ ସାଓ୍ବନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ: ପୂର୍ବତନ ସ୍ବାମୀ ରିତେଶ

ମୁମ୍ବାଇ,୧୮।୫: ଡ୍ରାମା କୁଇନ ରାଖୀ ସାୱନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସବୁଥର ପରି, ଯେତେବେଳେ ତାଙ୍କ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ଆସିଲା, କେହି ଏହାକୁ...

ବଡ ଦୁର୍ଘଟଣା, ଶ୍ରଦ୍ଧାଳୁଙ୍କ ବସ୍‌ରେ ନିଆଁ, ଜୀବନ୍ତ ଜଳିଗଲେ ୮ ଯାତ୍ରୀ

ଚଣ୍ଡିଗଡ଼,୧୮।୫: ଶୁକ୍ରବାର ବିଳମ୍ବିତ ରାତିରେ ହରିୟାଣାର ନୁହ ନିକଟ କେଏମପି ଏକ୍ସପ୍ରେସୱେରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଭକ୍ତମାନଙ୍କ ଦ୍ୱାରା ଭର୍ତ୍ତି ଏକ ବସରେ କୌଣସି...

ସାମ୍ବିଧାନିକ ପୀଠଙ୍କ ରାୟ ଅନ୍ୟ ଖଣ୍ଡପୀଠ ପାଇଁ ମାନ୍ୟ

ନୂଆଦିଲ୍ଲୀ,୧୮ା୫ (ପି.ଟି.): ସାମ୍ବିଧାନିକ ପୀଠଙ୍କ ରାୟକୁ କମ୍‌ କ୍ଷମତା ବିଶିଷ୍ଟ ଖଣ୍ଡପୀଠଗୁଡ଼ିକ ଅନୁସରଣ କରିବା ଅନିବାର୍ଯ୍ୟ ବୋଲି ସୁପ୍ରିମକୋର୍ଟ ଏହାର ୨୦୨୨ ଏପ୍ରିଲର ଏକ ରାୟକୁ ମନେପକାଇଦେଇ...

ବିଭବଙ୍କୁ ଖୋଜୁଛି ୮ ପୋଲିସ ଟିମ୍‌

ନୂଆଦିଲ୍ଲୀ,୧୮ା୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସହଯୋଗୀ ବିଭବ କୁମାରଙ୍କ ବିରୋଧରେ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ରାଜ୍ୟ ସଭା ସଦସ୍ୟା ସ୍ବାତୀ ମାଲିଓ୍ବାଲ ଆଣିଥିବା ସଙ୍ଗିନ...

ଭାଜପା ସମର୍ଥନରେ ଆସିଲା ଆଉ ଏକ ଦଳ, କଲା ଘୋଷଣା

ନୂଆନିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ଚାରୋଟି ପର୍ଯ୍ୟାୟ ମତଦାନ ସରିଯାଇଛି। ରାଜ୍ୟର ୩୯ ଟି ଲୋକ ସଭା ଆସନରେ ଭୋଟ ଶେଷ ହେବା...

ମା’ କହିଥିବା ପ୍ରତିଟି କଥାକୁ ଅକ୍ଷରେ ଅକ୍ଷରେ ପାଳନ କରିବି; ଭାବବିହ୍ବଳ ହୋଇ ଏଭଳି କହିଲେ ରାହୁଲ…

ରାଏବରେଲି,୧୭।୫: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଶୁକ୍ରବାର ରାଏବରେଲିରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ପୁଅ ରାହୁଲଙ୍କୁ ଆପଣମାନଙ୍କୁ ଦେଉଛି, ତାଙ୍କ କଥା ବୁଝିବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri