Posted inଖେଳ

ଯଦି କେଏଲ୍‌ଙ୍କୁ ସୁଯୋଗ ମିଳୁଛି, ଚହଲଙ୍କୁ କାହିଁକି ନୁହେଁ: ବିସିସିଆଇର ଚୟନକୁ ପକ୍ଷପାତ ବୋଲିି କହିଲେ ସେହଓ୍ବାଗ

ନୂଆଦିଲ୍ଲୀ,୨୪।୩: ଭାରତୀୟ ଦଳ ପାଇଁ ଖେଳାଳି ଚୟନ କରାଯାଉଥିବା ବେଳେ ପକ୍ଷପାତ କରାଯାଉଥିବା କହିଛନ୍ତି ପୂର୍ବ ଓପନର ବିରେନ୍ଦ୍ର ସେହଓ୍ବାଗ୍‌। ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଦିନିକିଆ ଟିମ୍‌ରେ କେଏଲ୍‌ ରାହୁଲଙ୍କୁ ପୁଣିଥରେ ସୁଯୋଗ ଦିଆଯାଇଥିବା ଦେଖି ସେ ଏଭଳି କହିଛନ୍ତି।

ତେବେ ଭାରତ ଏକାଦଶରେ ରିଷଭ ପନ୍ତଙ୍କ ସ୍ଥାନରେ ରାହୁଲଙ୍କୁ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଭାବେ ଖେଳାଇବାର ନିଷ୍ପତ୍ତି ନିଆଯାଇଥିଲା। ଲଗାତାର ଖରାପ ପ୍ରଦର୍ଶନ ସତ୍ତ୍ୱେ ତାଙ୍କୁ ଏତେ ମାତ୍ରାରେ ସୁଯୋଗ ଦିଆଯାଉଛି। ଅପରପକ୍ଷେ ବୋଲରମାନଙ୍କୁ ସେଭଳି ସୁଯୋଗ ଦିଆଯାଉନାହିଁ ବୋଲି ସେହଓ୍ବାଗ କହିବା ସହ ଏହା ପକ୍ଷପାତ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ଟି୨୦ ସିରିଜର ୪ ମୁକାବିଲାରେ ନିରାଶ କରିବା ପରେ ପଞ୍ଚମ ମ୍ୟାଚ୍‌ରେ ରାହୁଲଙ୍କୁ ସୁଯୋଗ ଦିଆଯାଇ ନ ଥିଲା। ହେଲେ ସେ ପୁଣିଥରେ ଟିମ୍‌କୁ ଫେରିଛନ୍ତି। ଅପରପକ୍ଷେ ୟୁଜବେନ୍ଦ୍ର ଚହଲଙ୍କୁ ଟି୨୦ ସିରିଜର ଶେଷ ଦୁଇ ମୁକାବିଲାରେ ତାଙ୍କୁ ବାହାର କରାଯାଇଥିବା ବେଳେ ଦିନିକିଆ ମ୍ୟାଚ୍‌ରେ ତାଙ୍କୁ ଖେଳାଯାଇନାହିଁ। ଏଥିନେଇ ଚହଲଙ୍କ କ୍ଷେତ୍ରରେ ଏଭଳି ରଣନୀତି କାହିଁକି ଆପଣାଉନାହାନ୍ତି ବୋଲି ସେହଓ୍ବାଗ ପ୍ରଶ୍ନ କରିଛନ୍ତି। ଗୋଟିଏ ମ୍ୟାଚ୍‌ରେ ଖରାପ ପ୍ରଦର୍ଶନ ଦେଖି ବୋଲରଙ୍କୁ ବାହାର କରିଦିଆଯାଉଛି ହେଲେ କେଏଲ୍‌ଙ୍କୁ ୪ ମ୍ୟାଚ୍‌ ଦିଆଯାଉଛି । ବୁମ୍‌ରାଙ୍କ କ୍ଷେତ୍ରରେ ମଧ୍ୟ ସେଭଳି କିଛି କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri