ଚୋରାକାଠ ବୋଝେଇ ଗାଡ଼ି ଜବତ

କେନ୍ଦୁଝର,୧୨ା୬(ସ୍ବ.ପ୍ର.): ବନ ବିଭାଗ ଏନ୍‌ଫୋର୍ସମେଣ୍ଟ ଟିମ୍‌ ସୋମବାର ଭୋର୍‌ରୁ ଚଢ଼ାଉ କରି କେନ୍ଦୁଝର ଡିଭିଜନ ସଦର ରେଞ୍ଜ ଡୁମୁରିଆ ଗ୍ରାମ ନିକଟରୁ କରତ ଚିରା ଶାଳକାଠ ବୋଝେଇ ଏକ ଜିପ୍‌ ଜବତ କରିଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଥିବା ସଦର ରେଞ୍ଜ ଅଧିକାରୀ ବିଜୟ କୁମାର ମହାନ୍ତ ସୂଚନା ଦେଇଛନ୍ତି। ଜବତ ସ୍କର୍ପିଓ ନମ୍ବର ଓଆର ୦୨ଏ ଇ/୦୭୦୭ ବୋଲି ଜଣାପଡ଼ିଛି। ଏହି କାଠ କେଉଁଠୁ ଆସିଲା ଓ କୁଆଡ଼େ ଯାଉଥିଲା ତାହାର ତଦନ୍ତ ବନ ବିଭାଗ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଶୋଇଥିବା ବେଳେ ଯୁବକଙ୍କୁ ପଥର ଛେଚି ହତ୍ୟା

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଅଞ୍ଜର ଗ୍ରାମର ଏକ ଘରୁ ପୋଲିସ ରବିବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ କରିଛି।…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri