୧ କୁଇଣ୍ଟାଲ ୯୮ କେଜି ଗଞ୍ଜେଇ ଜବତ: ଧରାପଡ଼ିଲେ ଅଟୋ ଚାଳକ

ପାରଳାଖେମୁଣ୍ଡି,୧୧ା୧୨(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଅବକାରୀ ବିଭାଗ ରବିବାର ବିପୁଳ ପରିମାଣର ଗଞ୍ଜେଇ ଜବତ କରି ଜଣଙ୍କୁ ଗିରଫ କରିଛି। ଅବକାରୀ ବିଭାଗର ମୋବାଇଲ ଟିମ୍‌ ପାଟ୍ରୋଲିଂ କରୁଥିବା ଗଞ୍ଜେଇ ଚାଲାଣ ହେଉଥିବା ନେଇ ଖବର ମିଳଥିଲା। ଏନେଇ ଅବକାରୀ ଟିମ୍‌ ଚଢାଉ କରି ଅଡାସିଂ ନିକଟରେ ଏକ ଅଟୋକୁ ଅଟକାଇ ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ଅଟୋରୁ ୧ କୁଇଣ୍ଟାଲ ୯୮ କେଜି ଗଞ୍ଜେଇ ଜବତ ହୋଇଥିଲା। ପରେ ଅବକାରୀ ଟିମ୍‌ ଅଭିଯୁକ୍ତ ଅଟୋ ଚାଳକ ସୁରେଶ ବିରଙ୍କୁ ଗିରଫ କରିଥିଲା। ଅଭିଯୁକ୍ତଙ୍କ ଘର ଉଦୟଗିରି ଅଞ୍ଚଳର ହୋଇଥିବା ବେଳେ ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚାଲାଣ କରୁଥିବା ଅବକାରୀ ଅଧିକାରୀ ପ୍ରକାଶ କୁମାର ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri