ବାଲି ଚୋରାଚାଲାଣବେଳେ ହାଇଓ୍ବା ଜବତ

ପାଟଣା,୨୯।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ବାଲି ମାଫିଆମାନେ ଦିନରାତି ବିଭିନ୍ନ ନଦୀ ନାଳରୁ ଏଭଳି କି ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଥିବା ନଦୀ ନାଳରୁ ଚୋରା ବାଲି ଉତ୍ତୋଳନ କରି ଚାଲାଣ କରୁଛନ୍ତି। ଏଥିପାଇଁ ବାଲି ମାଫିଆ ମାନେ ନକଲି ଟ୍ରାଞ୍ଜିଟ ପାସ ବ୍ୟବହାର କରି ଦୈନିକ ଶହ ଶହ ଟ୍ରିପ ବାଲି ଚୋରା ଚାଲାଣ କରୁଛନ୍ତି। ପାଟଣା ବ୍ଲକ ଭୀମକୁଣ୍ଡ-ଠାକୁରମୁଣ୍ଡା ରାସ୍ତାର ଭୀମକୁଣ୍ଡ ନିକଟରୁ ଏକ ବାଲି ବୋଝେଇ ହାଇୱାକୁ ଡିଏଫଓ ଏଚ.ଡି ଧନରାଜ ରବିବାର ଅପରାହ୍ନରେ ଜବତ କରିଛନ୍ତି। ହାଇୱା ଗାଡିଟି ବାଲି ନେଇ ଯାଉଥିବା ସମୟରେ ସନ୍ଦେହ ହେବାରୁ ଡିଏଫଓ ଗାଡିର ଟ୍ରାଞ୍ଜିଟ ପାସ ମାଗିଥିଲେ। ପରେ ଏହା ନକଲି ଜଣା ପଡିବା ପରେ ଗାଡିକୁ ଜବତ କରି ପାଟଣା ରେଞ୍ଜ କାର୍ଯ୍ୟାଳୟକୁ ନେଇ ଖଣି ବିଭାଗକୁ ହସ୍ତାନ୍ତର କରିଥିବା ପାଟଣା ବନପାଳ ପିଅନ ନାଏକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ…

ଓଲଟା ସୂର୍ଯ୍ୟପରାଗ… ଆଶ୍ଚର୍ଯ୍ୟ ହୋଇଗଲେ ବୈଜ୍ଞାନିକ! କହିଲେ ଅଗଷ୍ଟ ୧୨ରେ ଭାରତରେ ଘଟିବ…

ଅଗଷ୍ଟ ୧୨ ରେ ପୂର୍ଣ୍ଣ ସୂର୍ଯ୍ୟପରାଗ ଲାଗୁଛି। କିନ୍ତୁ ଆପଣ ଜାଣନ୍ତି କି ଏହି ସୂର୍ଯ୍ୟପରାଗ ଗୋଟିଏ ବ୍ୟାକୱାର୍ଡ ସୋଲାର ଏକ୍ଲିପ୍ସ (Backward Solar Eclipse) ଅର୍ଥାତ୍…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ…

୧୨ ଅଗଷ୍ଟରେ ଭୟଙ୍କର ଗ୍ରହଣ ଯୋଗ: ଜ୍ୟୋତିଷଙ୍କ ବଡ଼ ଚେତାବନୀ, ୩ ରାଶି ଭୋଗିବେ କଷ୍ଟ, ପିଛା ଛାଡିବନି…

୧୨ ଅଗଷ୍ଟ ୨୦୨୬ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ । ସୂର୍ଯ୍ୟ, ଚନ୍ଦ୍ର, ଏବଂ ରାହୁଙ୍କ ସଂଯୋଗରୁ ସୃଷ୍ଟି ହେବ ପରାଗ। ଏହି ପରାଗ ଭାରତରେ ଦେଖାଦେବ ନାହିଁ…

କାହିଁକି ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ ୩ ଅଭିଯୁକ୍ତ? ବଡ଼ ଖୁଲାସା କଲେ…

ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମ କର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ହତ୍ୟା…

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି…

ଗରମରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏମିତି ନିର୍ଦ୍ଦେଶ ଦେଲେ କିମ୍‌ ଜୋଙ୍ଗ୍‌ ଉନ୍‌, ସାରା ବିଶ୍ୱ ଜାଣି ଆଶ୍ଚର୍ଯ୍ୟ…

ପ୍ୟୋଙ୍ଗୟାଙ୍ଗ,୭ା୮: ଉତ୍ତର କୋରିଆରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ଗରମ ଯୋଗୁ ସେଠାକାର ଲୋକମାନଙ୍କୁ ଏମିତି ନିର୍ଦ୍ଦେଶ ଦିଆଯାଇଛି ଯାହା ଆଶ୍ଚର୍ଯ୍ୟଜନକ। ଉତ୍ତର କୋରିଆର…

ନାହିଁ ଆଧାର କାର୍ଡ: ସରକାରୀ ଯୋଜନାରୁ ବଞ୍ଚିତ ଦିବ୍ୟାଙ୍ଗ ଯୁବତୀ

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):ପ୍ରଶାସନିକ ଅବହେଳା ଓ ପରିଚୟପତ୍ରର ଅଭାବ ଯୋଗୁ ଜଣେ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବତୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ରହିଥିବା ଘଟଣା ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri