୧୧ କୁଇଣ୍ଟାଲ ମହୁଲ ଜବତ: ବ୍ୟବସାୟୀ ଗିରଫ

ମୋରଡ଼ା,୨୮ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ଅବକାରୀ ବିଭାଗ ସୋମବାର ଦାନ୍ତିଆମୁଁହା ପଞ୍ଚାୟତର ବଡ଼ଜାମବଣି ଗ୍ରାମରେ ଚଢ଼ାଉ କରି ୧୧ କୁଇଣ୍ଟାଲ ମହୁଲ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି l ଗିରଫ ଅଭିଯୁକ୍ତ ହେଲେ ତପନ କୁମାର ପାତ୍ର। ଅବକାରୀ ଅଧିକାରୀ ପୀତାମ୍ବର ମହାପାତ୍ରଙ୍କ ସୂଚନା ଅନୁଯାୟୀ, ତପନ ଦୀର୍ଘ ବର୍ଷ ହେଲା ବେଆଇନ ଭାବେ ଚୋରାରେ ମହୁଲ ବ୍ୟବସାୟ କରିଆସୁଥିଲେ। ଅବକାରୀ ଅଧିକାରୀ, ଏଏସ୍‌ଆଇ ସନ୍ତୋଷ କୁମାର ସ୍ବାଇଁ, କନଷ୍ଟେବଳ ସୁରେନ୍ଦ୍ରନାଥ ତରେଇ, ଅନିକ କୁମାର ସାଥୁଆ, ପାର୍ବତୀ ମାର୍ଣ୍ଡି ଚଢ଼ାଉ କରି ତାଙ୍କୁ ଧରିବାେରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେପୁର ଉପନିର୍ବାଚନ: ଭୋଟ ଦେଲେ ବିଜେଡି ପ୍ରାର୍ଥିନୀ ରୀତା ସାହୁ

ବରଗଡ଼ ଅଫିସ/ବରପାଲି,୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ବିଜେଡି ପ୍ରାର୍ଥିନୀ ରୀତା ସାହୁ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ବରପାଲି ସମଲେଶ୍ବରୀ ୟୁଜିୟୁପି...

ଡାକ୍ତର ନିଯୁକ୍ତି ଦାବି ନେଇ ଅନଶନରେ ବସିଲେ ସ୍ଥାନୀୟ ଲୋକେ

ବରଗଡ଼ ଅଫିସ,୧୯ା୬: ବରଗଡ଼ ଜିଲା ବିଜେପୁର ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ଏବଂ ଅନ୍ୟ ସ୍ବାସ୍ଥ୍ୟ କର୍ମଚାରୀ ପଦବୀ ଖାଲ ପଡ଼ିଛି । ଫଳରେ ଏଠାରେ ସ୍ବାସ୍ଥ୍ୟସେବା...

ଧରାପଡ଼ିଲେ ନକଲି ମଦ ମାଫିଆ

ଅନୁଗୋଳ ଅଫିସ,୨୫।୨ ୨୦ ଦିନର ଛକାପଞ୍ଝା ପରେ ଅନୁଗୋଳ ଜିଲା ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। କୋର୍ଟରେ ଆତ୍ମସମର୍ପଣ ପୂର୍ବରୁ ଅବକାରୀ କର୍ମଚାରୀଙ୍କ ହାତରେ...

ମାଓବାଦୀ ବ୍ୟାନର, ଠିକାସଂସ୍ଥା ଗାଡ଼ି ପୋଡ଼ି ମାମଲା: ୫ କୋର୍ଟ ଚାଲାଣ

ରାୟଗଡ଼ା ଅଫିସ,୧୩ା୨: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକର ସଦର ତହସିଲ ଅଫିସ ଫାଟକ, ବୁଡ଼ାଗୁଡ଼ାଠାରେ ଥିବା ରାସ୍ତା ନିର୍ମାଣ କରିଥିବା ସଂସ୍ଥା ଏସ୍‌ଭିଏମ ମୁଖ୍ୟ ଗେଟ୍‌ରେ...

ସତ୍ୟସାଇ ଟ୍ରଷ୍ଟର କ୍ଷେତ୍ର ପରିଦର୍ଶନ

ଝାରସୁଗୁଡ଼ା ଅଫିସ,୧୮ା୧୦: ରାଜ୍ୟ ସରକାରଙ୍କ ତରଫରୁ ଝାରସୁଗୁଡ଼ାରେ ଏକ ହାର୍ଟ ହସ୍ପିଟାଲ୍‌ ବହୁଶୀଘ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଏହାକୁ ପିପିପି ମୋଡ୍‌ରେ ପରିଚାଳନା କରିବା ପାଇଁ...

ବିଦ୍ୟୁତତାର ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଗଲା

ବରଗଡ଼ ଅଫିସ,୧୨ା୫: ବରଗଡ଼ ସହରର ୧ନଂ ଓ୍ବାର୍ଡର ନଦୀପଡ଼ାରେ ବିଦ୍ୟୁତତାର ସଂସ୍ପର୍ଶରେ ଆସି ରବିବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ...

ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ଅକ୍ଟୋବର ୨ରେ ବଡ଼ଦାଣ୍ଡରେ ଶୋଭାଯାତ୍ରା

ପୁରୀ ଅଫିସ, ୨୮।୯:  ପୁରୀ ସହରକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏହି ଅଭିଯାନକୁ ଆସନ୍ତା ଅକ୍ଟୋବର ୨...

ବିଦ୍ୟୁତ୍‌ ଆଘାତରେ ଦନ୍ତାହାତୀର ଜୀବନ ଗଲା

ଭଞ୍ଜନଗର,୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଲାଠିପଡ଼ା ବିଟ୍‌ ଢଉପଲ୍ଲୀ କାଜୁ ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି।...

Advertisement
Archives

Model This Week