ଚୋରା ମାଙ୍କଡ଼ା ପଥର ବୋଝେଇ ଟ୍ରାକ୍ଟର ଛାଡ଼ି ମାଫିଆ ଫେରାର

ନିରାକାରପୁର,୨୦ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋରା ମାଙ୍କଡ଼ା ଖଣି ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ଶନିବାର ଥାନା ପକ୍ଷରୁ ରାମେଶ୍ୱର ଅଞ୍ଚଳରେ ଚାଲିଥିବା ଚୋରା ମାଙ୍କଡ଼ା ଖଣିରେ ପୋଲିସ ଚଢ଼ାଉ କରି ସେଠାରେ ମାଙ୍କଡ଼ା ବୋଝେଇ ଓଆର-୦୨-ବି ଏସ୍‌-୪୭୯୫ ନମ୍ବର ବିଶିଷ୍ଟ ଏକ ଟ୍ରାକ୍ଟରକୁ ଜବତ କରିଛି। ହେଲେ ସେଠାରେ ଥିବା ପଥର ମାଫିଆ ଓ  ଚାଳକ ଗାଡ଼ି ଛାଡି ପୋଲିସକୁ ଚକମା ଦେଖାଇ ଘଟଣାସ୍ଥଳରୁ ଫେରାର ହୋଇଯିବାରେ ସକ୍ଷମ ହୋଇଥିବା ଜଣାପଡ଼ିଛି। ପୋଲିସ ଏନେଇ ୧୨୫/୨୩ରେ ଏକ ମାମଲା ରୁଜ କରି ତଦନ୍ତ ଚାଲୁ ରଖିଥିବା ଥାନା ଅଧିକାରିଣୀ ଗୀତାଞ୍ଜଳି ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ବାଇକରେ ଯାଉଥିବାବେଳେ ବ୍ୟକ୍ତିଙ୍କ ଉପରେ ଚଢିଗଲା ଟ୍ରକ୍‌, ଘଟଣାସ୍ଥଳରେ…

ବାଣପୁର,୨୫।୩ (ଦିଲ୍ଲୀପ କୁମାର ସ୍ବାଇଁ ): ମର୍ମନ୍ତୁଦ ଦୁର୍ଘଟଣା। ଟ୍ରକ୍‌ ଚକା ତଳେ ଚାପି ହୋଇ ଚାଲିଗଲା ଜୀବନ। ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ଅନ୍ତର୍ଗତ କୁଲେଇ…

ଦୋକାନ ଭିତରେ ଜିଅନ୍ତା ଜଳିଗଲେ ବାପ-ପୁଅ, ଶୋଇଥିବାବେଳେ ଘଟିଲା…

ଖୋର୍ଦ୍ଧା,୧୫ା୩(ପ୍ରଭାତ ପାଣିଗ୍ରାହୀ): ବୋଲଗଡ଼ ବ୍ଲକ ସାନପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ସକାଳୁ ଦୋକାନରେ ଶୋଇଥିବା ବେଳେ ଜିଅନ୍ତା ଜଳି ଯାଇଛନ୍ତି ବାପ-ପୁଅ। ସୂଚନା…

ଡିକିରୁ ନେଇଗଲେ ୬୦ ଗ୍ରାମ ସୁନା, ୧ ଲକ୍ଷ ୪୪ ହଜାର ଟଙ୍କା

ବାଲୁଗାଁ: ଖୋର୍ଦ୍ଧା ଜିଲା ବାଲୁଗାଁ ଇଞ୍ଜନପୁର ଛକରେ ଗୁରୁବାର ଏକ ବଡ଼ ଧରଣର ଳୁଟ ହୋଇଛି। ୩ଜଣ ଦୁବୃର୍ତ୍ତ ଜଣେ ସ୍କୁଟି ଚାଳକଙ୍କୁ ଅଟକାଇ ସ୍କୁଟି ଡିକିରେ…

ପାସେଞ୍ଜର ଅଟୋକୁ ଧକ୍କା ଦେଲା କାର୍‌: ଆଉ ତା’ପରେ…

ଜଟଣୀ,୯।୩: ପିପିଲି-ଖୋର୍ଦ୍ଧା ମୂଖ୍ୟ ରାସ୍ତା ନାଇଜର ପାଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପାସେଞ୍ଜର ଅଟୋକୁ ଧକ୍କା ଦେଇଛି କାର। ଦୁର୍ଘଟଣାରେ ପାସେଞ୍ଜର ଅଟୋ ଚାଳକଙ୍କ ମୃତ୍ୟୁ…

ଜଳୁଛି ଜାଗୁଳାଇପାଟଣା ଜଗନ୍ନାଥ ମନ୍ଦିର ପଛପଟ ଜଙ୍ଗଲ, ପହଞ୍ଚିଲା ଅଗ୍ନିଶମ ବିଭାଗ

ଖୋର୍ଦ୍ଧା,୩।୩(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଜାଗୁଳାଇ ପାଟଣା ଜଗନ୍ନାଥ ମନ୍ଦିର ପଛ ପଟେ ଥିବା ଜଙ୍ଗଲରେ ଅଗ୍ନିକାଣ୍ଡ ଘଟିଛି। କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri