ପୋଲିସ ପକ୍ଷରୁ ଜବରଦଖଲ ଉଚ୍ଛେଦ

ଛତ୍ରପୁର,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ନୂତନ ବସଷ୍ଟାଣ୍ଡ ନିକଟରେ ଗୃହ ବିଭାଗର ନିଜସ୍ବ ଜମି ରହିଥିବା ବେଳେ କିଛି ଲୋକେ ତାହାକୁ ଅକ୍ତିଆର କରିବା ସହ ଘରକରି ରହିଥିଲେ । ଏ ନେଇ ବାରମ୍ବାର ପୋଲିସ ପକ୍ଷରୁ କହିବା ସତ୍ତ୍ୱେ ବ୍ୟକ୍ତି ଜଣକ ଏହା ଛାଡିବା ପାଇଁ ନାରାଜ ହେଉଥିଲେ । ଏ ନେଇ ଉକ୍ତ ଜାଗାରେ ଜବରଦଖଲ ଉଚ୍ଛେଦ କରାଯାଇଛି । ବ୍ୟାପକ ପୋଲିସ ଫୋର୍ସ ଉପସ୍ଥିତିରେ ଜେସିବି ଲଗାଇ ଘରକୁ ଭଙ୍ଗା ଯାଇଥିଲା । ଏପରିକି ସେଠାରେ ଗଞ୍ଜାମ ପୋଲିସ ପକ୍ଷରୁ ଏହ ଗୃହ ବିଭାଗର ଜମି ଅନାଧିକାର ପ୍ରବେଶ ନିଷେଧ ଫଳକ ରଖାଯାଇଥିବା ସତ୍ତ୍ୱେ କିଛି ଲୋକ ବହୁ ଏକର ଜମିକୁ ଅକ୍ତିଆର କରିରଖିଥିଲେ । ଉକ୍ତ ସ୍ଥାନରେ ପୋଲିସ କ୍ୱାଟର ହେବାର ରହିଛି । ଛତ୍ରପୁର ଥାନା ଅଧିକାରୀ ସତ୍ୟ ରଞ୍ଜନ ପ୍ରଧାନଙ୍କ ଉପସ୍ଥିତିରେ ଉକ୍ତ ଘରକୁ ଭଙ୍ଗା ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri