୧ କୋଟିର ବ୍ରାଉନ୍‌ସୁଗାର ଜବତ: ଜଣେ ଗିରଫ 

ଭୁବନେଶ୍ୱର,୯।୭: ଖୋର୍ଦ୍ଧା ଜିଲା ବାଙ୍କି-ସିମର ରୋଡ ଓସ୍ତପୁର ଗାଁ ନିକଟରୁ ବିପୁଳ ମାତ୍ରାରେ ବ୍ରାଉନ୍‌ସୁଗାର ଜବତ ହୋଇଛି । ଏହାସହିତ ଜଣେ ବେପାରୀଙ୍କୁ ଗିରଫ କରାଯାଇଛି।
ଖବର ଅନୁଯାୟୀ, ବାଘମାରି ଥାନା ପୋଡାଡିହ ଗାଁର ସୁରେଶ କୁମାର ମହାପାତ୍ର ବ୍ରାଉନ୍‌ସୁଗାର  କରାବାର ନେଇ ଏସ୍‌ଟିଏଫ୍‌ ଓ ପୋଲିସକ ସୂଚନା ମିଳିଥିଲା ।
ଏ ନେଇ ବାଙ୍କି-ସିମର ରୋଡ ଓସ୍ତପୁର ଗାଁର ନିକଟରେ ଏସ୍‌ଟିଏଫ୍‌ ଓ ପୋଲିସକ ଚଢାଉ କରିଥିଲା । ଚଢାଉରେ ୧ କେଜି ୧୦୦ ଗ୍ରାମର ବ୍ରାଉନ୍‌ସୁଗାର ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୧ କୋଟି ୧୦ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି । ସୁରେଶ କୁମାରଙ୍କୁ ଗିରଫ  କରାଯାଇଛି। ଘଟଣାରେ ଅଧିକ ତଦନ୍ତ ଜାରି ରହିଛି ।

Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?