ମାଓବାଦୀ ସାମଗ୍ରୀ ଜବତ

ଫୁଲବାଣୀ ଅଫିସ,୧୯।୮: କନ୍ଧମାଳ ଜିଲାରେ ପୁଣି ମାଓବାଦୀ ସକ୍ରିୟ ହୋଇଛନ୍ତି। ବାଲନ୍ଦାପଡ଼ା ପଞ୍ଚାୟତ ସୁକାଙ୍ଗୀ ଜଙ୍ଗଲରେ ମିଳିତ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ଏକ ମାଓବାଦୀ କ୍ୟାମ୍ପ ଠାବ କରିଛନ୍ତି । ସର୍ଚ ଅପରେଶନ ବେଳେ ଏହି ଜଙ୍ଗଲରେ ମାଓବାଦୀମାନେ ଏକ ଗୁମ୍ଫାରେ ବହୁ ସାମଗ୍ରୀ ଲୁଚାଇ ରଖିଥିବା ସନ୍ଧାନ ମିଳିଥିଲା। ଗତ ୧୬ ତାରିଖରେ ସୁରକ୍ଷା କର୍ମୀମାନେ ବାଲନ୍ଦାପଡ଼ା ଅଞ୍ଚଳରେ କୋମ୍ବିଂ କରୁଥିଲେ। କୋମ୍ବିଂ ଅପରେଶନ ବେଳେ ଗୁମ୍ଫାରୁ ମାଓବାଦୀମାନେ ବ୍ୟବହାର କରୁଥିବା ବିପୁଳ ପରିମାଣର ସାମଗ୍ରୀ ଜବତ ହୋଇଛି। ସେସବୁ ସାମଗ୍ରୀ କେକେବିଏନ୍‌ ଡିଭିଜର ହୋଇ ଥାଇପାରେ ବୋଲି କନ୍ଧମାଳ ଏସ୍‌ପି ବିନିତ ଅଗ୍ରୱାଲ କହିଛନ୍ତି। ଜବତ ହୋଇଥିବା ମାଓବାଦୀ ସାମଗ୍ରୀ ମଧ୍ୟରେ ମେଡିସିନ, ପୋଷାକ, ଜିଲୋଟିନ ଷ୍ଟିକ, କମ୍ବଳ ଓ ଆପତ୍ତିଜନକ ସାମଗ୍ରୀ ସହ ଅନ୍ୟାନ ସାମଗ୍ରୀ ରହିଛି। ସୁକାଙ୍ଗୀ ଜଙ୍ଗଲରେ ଏସ୍‌ଓଜି ଓ ଡିଭିଏଫ ସୁରକ୍ଷା କର୍ମୀମାନେ ମିଳିତ କୋମ୍ବିଂ ଅପରେଶନ ଜାରି ରଖିଥିବା ଏସ୍‌ପି ଏକ ଖବରଦାତା ସମିଳନୀରେ ସୂଚନା ଦେଇଛନ୍ତି। ଏଥସହ ମାଓବାଦୀ ମାନେ ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ସେ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri