କାଠ ବୋଝେଇ ପିକ୍‌ଅପ୍‌ ଭ୍ୟାନ ଜବତ: ୨ ଗିରଫ

ସୋନପୁର,୯।୮(ନି.ପ୍ର.): ସୋନପୁର ଟାଉନ ପୋଲିସ ହରଡଖୋଲ ଛକ ଠାରେ ଚଢାଉ କରି ଶାଳ କାଠ ଚୋରା ଚାଲାଣରେ ନିୟୋଜିତ ଏକ ପିକ୍‌ ଅପ୍‌ ଭ୍ୟାନ୍‌କୁ ଧରିବାରେ ସକ୍ଷମ ହୋଇଛି । ଏହି ଘଟଣାରେ ପୋଲିସ କାଠ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଏବଂ କାଠ ଚୋରାଚାଲଣ କରୁଥିବା କଳାହାଣ୍ଡି ଜିଲା ଏମ.ରାମପୁର ଥାନା ରିଷିଡାର ଜଗବନ୍ଧୁ ବରିହା(୨୩) ଓ ଭ୍ୟାନ୍‌ର ଡ୍ରାଇଭର ତଥା ବଲାଙ୍ଗୀର ଜିଲା ତୁଷୁରା ଥାନା କୋଟଗାଁର ମୁକେଶ ମନହିରା(୨୭)ଙ୍କୁ ବନ ବିଭାଗର ଜିମା ଦେଇଥିଲା । ସୋନପୁର ଫରେଷ୍ଟ ରେଞ୍ଜ ଅଫିସ ପକ୍ଷରୁ ୭୮/୨୨ ମୂଳେ ଏକ ମାମଲା ରୁଜୁ କରାଯାଇଥିବା ସୋନପୁର ବନକ୍ଷେତ୍ରାଧିକାରୀ ମନୋରଞ୍ଜନ ବାଘ ସୂଚନା ଦେଇଛନ୍ତି। ବନ ବିଭାଗ ବୋଲେରୋ ପିକ୍‌ଅପ ଭ୍ୟାନ୍‌ (ନ୍‌ଂ ଓଡି୦୫ଏଏଫ-୫୪୨୭) ଏବଂ ୧୪୧ ଖଣ୍ଡ ସାଇଜ୍‌ ଶାଳ କାଠ ଜବତ କରିଛି । ସେହିଭଳି କାଠ ବ୍ୟବସାୟୀ ଜଗବନ୍ଧୁ ଓ ଡ୍ରାଇଭର ମୁକେଶଙ୍କୁ ବନ ବିଭାଗ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି । ଚୋରା କାଠ ବ୍ୟବସାୟୀମାନେ କଳାହାଣ୍ଡି, ବଲାଙ୍ଗୀର ଓ ବୌଦ୍ଧ ଜିଲାରୁ କାଠ ଆଣି ସୁବର୍ଣ୍ଣପୁର ଜିଲାରେ ବିକ୍ରି କରୁଥିବା ଅଭିଯୋଗ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri