ନାଇଜରରେ କ୍ଷମତା ଦଖଲ, କାରାଗାରରେ ରାଷ୍ଟ୍ରପତି…

ନିଆମେ,୨୭।୭ : ଆଫ୍ରିକୀୟ ଦେଶ ନାଇଜରରେ ସେନା କ୍ଷମତା ଦଖଲ କରିଛନ୍ତି। ରାଷ୍ଟ୍ରପତି ମହମ୍ମଦ ବାଜୁମଙ୍କ ସରକାରକୁ ହଟାଇ ଦିଆଯାଇଛି ବୋଲି ନାଇଜର ସେନା ଦାବି କରିଛି। ସେମାନେ ରାଷ୍ଟ୍ରପତି ବାଜୁମଙ୍କୁ କାରାଗାରରେ ରଖିଛନ୍ତି। ଜାତିସଂଘ-ଆମେରିକାର ହସ୍ତକ୍ଷେପକୁ ସୈନିକମାନେ ବିରୋଧ କରିଥିଲେ ଏବଂ ସେମାନଙ୍କୁ ଧମକ ଦେଇଥିଲେ।

ବିଦେଶୀ ଗଣମାଧ୍ୟମ ଅନୁଯାୟୀ, ନାଇଜରର ଜାତୀୟ ଚ୍ୟାନେଲରେ ସୈନିକମାନେ ଏନେଇ ଘୋଷଣା କରିଛନ୍ତି। କଲୋନେଲ ଆମାଦୋ ଅବଦ୍ରାମାନେ ତାଙ୍କ ସାଥୀ ସୈନିକ ଏବଂ ଅଧିକାରୀଙ୍କ ସହ ଟିଭିରେ ଦେଖାଦେଇଛନ୍ତି। ବାଜୁମଙ୍କ ସରକାରକୁ ହଟାଇବାକୁ ସେ ଟିଭିରେ ଘୋଷଣା କରିଥିଲେ। ଟିଭିରେ ସିଧା ପ୍ରସାରଣରେ ସେ କହିଥିଲେ ଦେଶରେ ସୁରକ୍ଷା ବ୍ୟବସ୍ଥା ବିଗିଡ଼ି ଯାଇଛି ଏବଂ ଖରାପ ଶାସନ ଯୋଗୁଁ ଆମେ ରାଷ୍ଟ୍ରପତିଙ୍କ ଶାସନକୁ ସମାପ୍ତ କରୁଛୁ। ନାଇଜରର ସୀମା ସିଲ ହୋଇଛି । ବର୍ତ୍ତମାନ କେହି ଦେଶ ବାହାରକୁ ଯାଇପାରିବେ ନାହିଁ କିମ୍ବା ବାହାର ଦେଶରୁ ମଧ୍ୟ ପ୍ରବେଶ କରିପାରିବେ ନାହିଁ। ସମଗ୍ର ଦେଶରେ କର୍ଫ୍ୟୁ ଜାରି ଅଛି । ସରକାରୀ କର୍ମଚାରୀଙ୍କୁ ବରଖାସ୍ତ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri