ବାଲି, ପଥର ବୋଝେଇ ଗାଡ଼ି ଜବତ

ଆସିକା,୩ା୧୧(ସୁରେନ୍ଦ୍ର ନାଥ ସାହୁ): ଆସିକା ଅଞ୍ଚଳରେ ବେଆଇନ ବାଲି ପଥର ଚାଲାଣ ରୋକିବା ପାଇଁ ତହସିଲ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଶୁକ୍ରବାର ଭୋରରେ ତହସିଲର ପାଟ୍ରୋଲିଂ ଟିମ ଆସିକା-ବାଲିପଦର ରାସ୍ତାର ଚାରିମାଇଲି ନିକଟରୁ ଗୋଟିଏ ବାଲି ବୋଝେଇ ହାଇୱା ଓ ୩ଟି ପଥର ବୋଝେଇ ଟ୍ରାକ୍ଟରକୁ ଜବତ କରିଥିବା ବେଳେ ଆସିକା ଏନ୍‌ଏସି ସୁନାମ୍ବ ସାହି ନିକଟରୁ ଗୋଟିଏ ବାଲି ବୋଝେଇ ଟ୍ରାକ୍ଟରକୁ ଜବତ କରାଯାଇଛି। ଜବତ ଗାଡିଗୁଡିକୁ ଆସିକା ତହସିଲ କାର୍ଯ୍ୟାଳୟକୁ ଅଣାଯାଇଥିଲା। ଗାଡି ମାଲିକ ମାନଙ୍କଠାରୁ ୧ ଲକ୍ଷ ୨୯ ହଜାର ୨୫୨ ଟଙ୍କା ଜରିମାନା ଆଦାୟ ପରେ ଗାଡିଗୁଡିକୁ ଛାଡି ଦିଆଯାଇଛି । ଆସିକା ତହସିଲଦାର ରୀନା କୁମାରୀ ନାୟକଙ୍କ ପ୍ରତେକ୍ଷ୍ୟ ତତ୍ତ୍ୱାବଧାନରେ ରାଜସ୍ବ ନିରୀକ୍ଷକ ବିଶ୍ୱନାଥ ଲେଙ୍କା ଓ ରାଜସ୍ବ ପରିଦର୍ଶକ ପ୍ରଫୁଲ୍ଲ ଭୁଆଁ, ସ୍ବରାଜ୍ୟ ଗୌଡ଼, ସୁନୀଲ ଗୌଡ଼ ପ୍ରମୁଖ ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଟ ବିନା ଜନଗଣନା କରୁଛନ୍ତି ଶିକ୍ଷକ: ପ୍ରଥମ ଡିଜିଟାଲ ଅଭିଯାନକୁ ଉପହାସ!

ଲୋଇସିଂହା,୧୭।୪(ସୁଶାନ୍ତ ବାରିକ): ସରକାରଙ୍କ ନିର୍ଦ୍ଦେଶକ୍ରମେ ପ୍ରଥମ ଡିଜିଟାଲ ଜନଗଣନା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ହେଲେ ବିନା ଉପକରଣରେ ଶିକ୍ଷକ ଜନଗଣନାକୁ ଓହ୍ଲାଇ ଥିବାରୁ ସାଧାରଣରେ ଚିନ୍ତା…

ସମ୍ପର୍କରେ କଳଙ୍କ, ଝିଆରୀଙ୍କୁ ବଳାତ୍କାର କରି କାକା ଗିରଫ

ଦେବଗଡ,୧୭।୪(ଶଶାଙ୍କ ଶେଖର ଝାଙ୍କର): ଝିଆରୀକୁ ବଳାତ୍କାର ଅଭିଯୋଗରେ କାକା ଗିରଫ । ଏଭଳି ଏକ ଅଭାବନୀୟ ତଥା କୁତ୍ସିତ ଘଟଣା ଘଟିଛି ଦେବଗଡ ଜିଲାର ବାରକୋଟ ଥାନା…

କଳାହାଣ୍ଡିରେ ଚମକିଲେ ଲକ୍ଷ୍ମୀ ବିକାଶ ଛାତ୍ରୀଛାତ୍ର: ଶତପ୍ରତିଶତ ସଫଳତା, ଆବିର୍ଭାବ ଟପ୍ପର

ଭବାନୀପାଟଣା,୧୭ା୪(ଉତ୍ତମ କୁମାର ଦାଶ):ସିବିଏସ୍‌ଇ ଦଶମ ବୋର୍ଡ ପରୀକ୍ଷାରେ ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ର ଶତପ୍ରତିଶତ ସଫଳତା ହାସଲ କରି ଜିଲାରେ ଚମକିଛନ୍ତି। ମୋଟ ୨୧୨ ଜଣ…

ଏମଜିଏନଆରଇଜିଏସରେ ଦୁର୍ନୀତି ଗନ୍ଧ: ଶିବିର ଅଧାରୁ ପଳାଇଲେ ବ୍ଲକ ଅଧ୍ୟକ୍ଷ, ଏବିଡିଓ

ଲୋଇସିଂହା,୧୭।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ପୁରୁଣା ସଭାଗୃହରେ ଏମଜିଏନଆରଇଜିଏସ ଲୋଇସିଂହା ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ହାତଗଣତି…

ସକାଳୁ ସକାଳୁ ଶ୍ରୀମନ୍ଦିରରେ ପଡିଲା ରକ୍ତ ଛିଟା, ବନ୍ଦ ହେଲା ଜଗା ଦର୍ଶନ

ପୁରୀ, ୧୭।୪(ଅଜିତ୍ କୁମାର ମହାନ୍ତି): ଶୁକ୍ରବାର ସକାଳେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିର ଭିତର କାଠ ନିକଟରେ ରକ୍ତ ପଡ଼ିଥିବା କାରଣରୁ…

ଟାଣଖରାରେ ଉଚ୍ଛେଦକୁ ବିରୋଧ: ଜିଲାପାଳଙ୍କୁ ଫେରାଦ ପଡ଼ାବାସୀ

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପ୍ରଶାସନ ପକ୍ଷରୁ ଉଚ୍ଛେଦ ଅଭିଯାନ ଚାଲିଛି। ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ କରାଯାଉଛି। ତେବେ…

ବଲାଙ୍ଗୀର ଓଡିଶା ଆଦର୍ଶ ବିଦ୍ୟାଳୟରେ ଶତ ପ୍ରତିଶତ ସଫଳତା; ଶ୍ରେୟାଂଶ ୯୯.୬%, ସୋନାକ୍ଷୀ ୯୯.୨%…

ବଲାଙ୍ଗୀର,୧୭।୪(ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ସିବିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷାରେ ବଲାଙ୍ଗୀର ପଥରଚେପା ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ର ରେକର୍ଡ କରିଛନ୍ତି । ଏହି…

ସିବିଏସ୍‌ଇ ଦଶମ ପରୀକ୍ଷାରେ ବିକାଶର ବାଜିମାତ୍‌: ସମ୍ବ୍ରିଦ୍ଧି ପାଣିଗ୍ରାହୀ ଟପ୍ପର

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ):ସିବିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷାରେ ବରଗଡ଼ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ବାଜିମାତ୍‌ କରିଛନ୍ତି। ବିଦ୍ୟାଳୟର ୨୯ଜଣ ଛାତ୍ରୀଛାତ୍ର ୯୫, ୮୮ଛାତ୍ରୀଛାତ୍ର ୯୦ ଏବଂ ୧୭୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri