ଲକ୍ଷାଧିକ ଟଙ୍କାର ଶାଳଗଣ୍ଡି ଜବତ

ପାଟଣା,୬ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ ମୁକ୍ତାପୁର ଗାଁ ନିକଟ ଏକ ଚତୁରୀରୁ ବନବିଭାଗ ଚଢ଼ାଉ କରି ୨୪ଟି ଶାଳଗଣ୍ଡି ଜବତ କରିଛି।

ସୂଚନାଯୋଗ୍ୟ, କାଠମାଫିଆମାନେ ଗ୍ରାମ୍ୟ ଜଙ୍ଗଲରୁ ମୂଲ୍ୟବାନ ଶାଳଗଛ କାଟି ଚାଲାଣ କରାଯିବା ଉଦ୍ଦେଶ୍ୟରେ ଚତୁରୀ ଉପରେ ଶାଳଗଣ୍ଡି ଗଚ୍ଛିତ କରିଥିବା ଖବର ପାଇ ଗୁରୁବାର ବନ ବିଭାଗ ଅତିର୍କିତ ଚଢ଼ାଉ କରିଥିଲା। ବନବିଭାଗ ଗାଡ଼ି ଦେଖି କାଠ ମାଫିଆମାନେ ଫେରାର ହୋଇଯାଇଛନ୍ତି। ଜବତ ୨୪ ଖଣ୍ଡ ଶାଳଗଣ୍ଡିକୁ ବନବିଭାଗ ଜବତ କରି ଘଟଗାଁ କର୍ପୋରେଶନରେ ରଖିଥିବା ବନପାଳ ପିଅନ ନାଏକ କହିଛନ୍ତି। ଜବତ ଶାଳଗଣ୍ଡିଗୁଡିକର ଆନୁମାନିକ ଭାବେ ଲକ୍ଷାଧିକ ଟଙ୍କାରୁ ଊର୍ଦ୍ଧ୍ୱ ହେବ। ଚଢ଼ାଉରେ ବନପାଳ, ଗାର୍ଡ ଦେବଯାନୀ ମହାନ୍ତ, ପାରାଷ୍ଟାଫ୍‌ ଅଟଳ ବିହାରୀ ସେଠୀ, ଏମ୍‌ ଡି ଓ୍ବାସିମ, ଉମେଶ ମହାନ୍ତ ଓ ଭାସ୍କର ନାଏକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri