ବାଘଛାଲ ଜବତ: ଜଣେ ଗିଣଫ

 

ଭୁବନେଶ୍ୱର,୫।୧୧(ବ୍ୟୁରୋ): ଏସ୍‌ଟିଏଫ୍‌ ପଞ୍ଝାରେ ବାଘଛାଲ ବେପାରୀ ଧରାପଡ଼ିଛନ୍ତି। ଏହା ସହ ଜଣଙ୍କୁ ଗିରଫ କରାଯାଇଛି। ତାଙ୍କ ନାଁ ଭାଗବତ ବୋଲି ଜଣାପଡ଼ିଛି। ତାଙ୍କ ନିକଟରୁ ଦୁଇଟି କଲରାପତରିଆ ବାଘଛାଲ ଜବତ କରାଯାଇଛି। ଭାଗବତ ନୟାଗଡ଼ ଓ କନ୍ଧମାଳ ଜଙ୍ଗଲରୁ ବାଘ ମାରିଥିବା ସୂଚନା। ଏନେଇ ଅଧିକ ଖୋଲତାଡ଼ ଚାଲିଛି। ତେବେ ଏହି ଘଟଣାରେ ଆଉ କାହାର ସମ୍ପୃକ୍ତି ରହିଛି କି ନାଇଁ ସେ ନେଇ ମଧ୍ୟ ତଦନ୍ତ ଚାଲିଛି। ଭାଗବତଙ୍କୁ ଜେରା ପରେ ପ୍ରକୃତ ତଥ୍ୟ ପଦାକୁ ଆସିବ ବୋଲି ପୋଲିସ କହିଛିବାଘଛାଲ ଜବତ: ଜଣେ ଗିଣଫ


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟ ଗଲେ ପ୍ରଦୀପ, ଆକାଶ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଓ ଠକେଇ ମାମଲାରେ ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଆଇଏଫସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ...

ମୃତଦେହ ଗଦାରେ ହଜି ଯାଉଛି ମାନବିକତା, ନକଲି ଦାବିଦାରଙ୍କ ସଂଖ୍ୟା ବଢୁଛି, ଏବେ ଅସଲି ପ୍ରିୟପରିଜନଙ୍କ ଚିହ୍ନଟ ପାଇଁ ହେବ ଡିଏନଏ ଟେଷ୍ଟ…

ବାହାନଗା,୭।୬ : ବାହାନଗା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ମୃତଦେକୁ ନେଇ ଦ୍ୱନ୍ଦ୍ୱ ବଢ଼ିବାରେ ଲାଗିଛି। ମୃତଦେହ ଗଦାରେ ମାନବିକତା, ହଜି ଯାଉଛି। ଟଙ୍କା...

ଆଜି ଅଧରପଣା

ପୁରୀ ଅଫିସ,୧୧ା: ରବିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ସୋମବାର ତିନିରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି। ରଥାରୂଢ ଠାକୁରମାନଙ୍କୁ...

ସରଳିଆ ହୋଣ୍ଡା ଶୋ’ରୁମ ଉଦ୍‌ଘାଟିତ

ଛେଣ୍ଡିପଦା,୧।୧୦(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଗୋପୀନାଥପୁର ଠାରେ ଅନୁଗୋଳ ଲକ୍ଷ୍ମୀ ହୋଣ୍ଡା ପକ୍ଷରୁ ଦଶହରା ଉପଲକ୍ଷେ ସରଳିଆ ହୋଣ୍ଡା ଶୋ’ରୁମ ସୋମବାର ଉଦ୍‌ଘାଟିତ ହୋଇଯାଇଛି।...

ଏଥର ଆକର୍ଷଣ ସାଜିବ ଅକ୍ଷରଧାମ ମନ୍ଦିର

ଭୁବନେଶ୍ୱର,୮।୯(ବ୍ୟୁରୋ): ୩୦ବର୍ଷରେ ପହଞ୍ଚତ୍ଛି ରସୁଲଗଡ଼ ଦୁର୍ଗାପୂଜା। ୧୯୯୨ରେ ୧୦ରୁ ୧୫ ହଜାର ଟଙ୍କା ମଧ୍ୟରେ ଆରମ୍ଭ ହୋଇଥିବା ପୂଜା ୨୦୧୯ରେ ସର୍ବାଧିକ ୮୦ଲକ୍ଷ ଟଙ୍କାରେ ପହଞ୍ଚତ୍ଥିଲା।...

‘ହିଲାରୀ, ନର୍ଗେ ମନେ ରହିବେ’

ଭୁବନେଶ୍ୱର, ୨୯।୫ (ସ୍ପୋଟର୍‌ସ ବ୍ୟୁରୋ): ଅନ୍ତର୍ଜାତୀୟ ଏଭରେଷ୍ଟ ଦିବସ ପ୍ରତି ବର୍ଷ ମେ’ ୨୯ତାରିଖରେ ପାଳିତ ହୋଇଥାଏ। ୧୯୫୩ ମସିହାରେ ଏହି ଦିନ ସାର୍‌ ଏଡମଣ୍ଡ୍‌...

ନ୍ୟାୟ ପାଇଁ ଜୟନାରାୟଣଙ୍କୁ ଭେଟିଲେ ସୋମାଲିକା

ଭୁବନେଶ୍ୱର,୨୦।୨(ବ୍ୟୁରୋ): ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ସମ୍ପର୍କ ଓ ବିବାହ ପ୍ରତିଶ୍ରୁତି ମାମଲାରେ ପୂର୍ଣ୍ଣଚ୍ଛେଦ ପଡ଼ୁନାହିଁ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ୬ ତାରିଖରୁ ଜଗତ୍‌ସିଂହପୁର...

ପୁଣି ରାଜ୍ୟରେ ୧୬୧ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର ୧୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ...

Advertisement
Archives

Model This Week