ଗୋରୁ ବୋଝେଇ ଟ୍ରକ୍‌ ଜବତ: ୩୨ରୁ ଊର୍ଦ୍ଧ୍ୱ ଗୋରୁ ଉଦ୍ଧାର, ୩ ଅଟକ

ପାଟଣା,୨୧।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ କୋଲକାତା ଜାତୀୟ ଜାତୀୟ ରାଜପଥର ଖିରେଇଟାଙ୍ଗିରି ନିକଟରୁ ଶନିବାର ବିଳମ୍ବିତ ରାତିରେ ଏକ ଗୋରୁ ବୋଝେଇ ଟ୍ରକ୍‌କୁ ତୁରୁମୁଙ୍ଗା ପୋଲିସଜବତ କରିଛି। ଉକ୍ତ ଟ୍ରକ୍‌ରେ ଦୟନୀୟ ଅବସ୍ଥାରେ ବନ୍ଧା ଯାଇଥିବା ୨୨ ଗୋରୁଙ୍କୁ ପୋଲିସ ଉଦ୍ଧାର କରିଛି। ଏଥି ସହ ୩ ଗୋରୁ ମାଫିଆଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ଏକ ଗୋରୁ ଗୁରତର ଥିବା ଜଣାପଡ଼ିଛି। ସେହିପରି ଉକ୍ତ ଜାତୀୟ ରାପଥର ଚଢ଼େଇ ଭୁଳ ନିକଟରୁ ଆଉ ଏକ ଗୋରୁ ବୋଝେଇ ଟ୍ରକ୍‌କୁ କରଞ୍ଜିଆ ପୋଲିସ ଜବତ କରିଛି। ଗାଡି ଭିତରେ ଥିବା ୧୦ ଗୋରୁଙ୍କୁ ପୋଲିସ ଉଦ୍ଧାର କରିଛି। ଗୋଚାଲାଣ ସମୟରେ ମାଫିଆ ମାନେ ବିଭିନ୍ନ ପ୍ରକାରର ମାରଣାସ୍ତ୍ର ଧରି ଗୋରୁ ଗାଡ଼ି ଗୁଡିକୁ ସୁରକ୍ଷା ଦେଇ ନେଉଛନ୍ତି ଯାହା ଫଳରେ ପୋଲିସ ଗୋରୁ ଚାଲାଣ ରୋକିବାରେ ସଫଳ ହୋଇ ପାରୁନିବୋଲି ଆଲୋଚନାହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri