ନୀଳଗିରି ବାଇପାସ୍‌ରୁ ଜବରଦଖଲ ଉଚ୍ଛେଦ

ନୀଳଗିରି,୨୧।୭(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଦେଇ ଯାଇଥିବା ଶେରଗଡ଼-ନୀଳଗିରି ଓ ଝରଣାଘାଟୀ ୧୯ନଂ. ରାଜ୍ୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଏହି ପରିପ୍ରେକ୍ଷୀରେ ନୀଳଗିରି ବାଇପାସ୍‌ ପିଚୁ ରାସ୍ତାର (ତଳ ସଡ଼କ) ଉଭୟ ପାଶର୍‌ବରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି।
ପୂର୍ବରୁ ରାସ୍ତାର ଉଭୟ ପାଶର୍‌ବ ମାପଚୁପ ସାରିଥିଲା ବେଳେ ଶୁକ୍ରବାର ପୂର୍ବାହ୍ନରେ ପ୍ରଶାସନ ପକ୍ଷରୁ ନୀଳଗିରି ତହସିଲଦାର ରଞ୍ଜନ ବେହେରା, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ବଡୁ, ଆଇଆଇସି ଗୋପାଳ ଚନ୍ଦ୍ର କର୍ଣ୍ଣ, ପୂର୍ତ୍ତବିଭାଗ ଏସ୍‌ଡିଓ ଜ୍ୟୋତିପ୍ରକାଶ ପଣ୍ଡା, ଯନ୍ତ୍ରୀ ଲକ୍ଷ୍ମଣ ସିଂଙ୍କ ସମେତ ଏକ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହୋଇ ଜେସିବି ସାହାଯ୍ୟରେ ଦୋକାନ ଗୃହ ଭଙ୍ଗା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?