ଭାଇରାଲ ହେଉଛି ସେଜଲଙ୍କ ମା’ଙ୍କ ହାତଲେଖା ଚିଠି, ଏଥିରେ ଲେଖିଛନ୍ତି ସବୁଠୁ ବଡ଼ ଦୁଃଖ ସମୟରେ ମୁଁ ତୁମ…

ବାଲେଶ୍ୱର,୧ା୧୨: ସାମ୍ନାକୁ ଆସିଛି ସେଜଲଙ୍କ ପାଳିତ ମା’ଙ୍କ ଆବେଗଭରା ଚିଠି। ଏଥିରେ ସେ ଲେଖିଛନ୍ତି, ତୁମେ ଚାଲିଯାଉଥିବାରୁ ମୋ ହୃଦୟ କଷ୍ଟ ଓ ଯନ୍ତ୍ରଣାରେ ଭରିଯାଉଛି। ମୁଁ ଦୁଃଖିତ ଯେ, ତୁମେ ତୁମ ମା’ଙ୍କ ନାଁରେ କଳଙ୍କ ଲଗାଇଦେଲ। ତୁମେ ଜାଣିଛ ମୁଁ ତୁମକୁ କେତେ ଭଲ ପାଏ ଓ ଯତ୍ନ ନିଏ। ତୁମେ ତୁମର ଯତ୍ନ ନିଅ, ଭଗବାନ ତୁମର ମଙ୍ଗଳ କରନ୍ତୁ । ତୁମର ସବୁଠୁ ଛୋଟ ଆନନ୍ଦ ଓ ସବୁଠୁ ବଡ଼ ଦୁଃଖ ସମୟରେ ମୁଁ ତୁମ ସହ ଅଛି। ତୁମେ ସବୁଦିନ ମୋ’ ହୃଦୟରେ ରହିବ, ସ୍ନେହର ସହ ମୁଁ ତୁମକୁ ବିଦାୟ ଦେଉଛି।

ସୂଚନା ଥାଉକି, ନଭେମ୍ବର ୨୧ରେ ସେଜଲ ଆମେରିକା ଛାଡ଼ିବା ସମୟରେ ତାଙ୍କ ପାଳିତ ମା’ ଏହି ଚିଠି ଦେଇଥିଲେ। ଯାହା ଏବେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନିଆ ଅସ୍ତ୍ରବିରତି ପାଇଁ ରୁଷିଆ, ୟୁକ୍ରେନ୍‌ ରାଜି: ଟ୍ରମ୍ପ୍‌

ଓ୍ବାଶିଂଟନ,୧୦ା୫(ପି.ଟି.):ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ୩ ଦିନ ଅସ୍ତ୍ରବିରତି ଏବଂ ବନ୍ଦୀ ବିନିମୟ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦେଇଥିବା ପ୍ରସ୍ତାବରେ ରୁଷିଆ ଓ ୟୁକ୍ରେନ୍‌…

ପୂର୍ଣ୍ଣ କାର୍ଯ୍ୟକାରୀ ହେଲା ନୂଆ ଶ୍ରମ ଆଇନ

ନୂଆଦିଲ୍ଲୀ,୧୦ା୫(ପି.ଟି.): ଦୀର୍ଘ ୫ ବର୍ଷର ପ୍ରତୀକ୍ଷା ପରେ କେନ୍ଦ୍ର ସରକାର ନିୟମାବଳୀ ପ୍ରକାଶ କରି ୪ ଶ୍ରମ ସଂହିତାକୁ ପୂର୍ଣ୍ଣ କାର୍ଯ୍ୟକାରୀ କରିଛନ୍ତି। ଏହା ସମସ୍ତ ଶ୍ରମିକଙ୍କ…

ହତ୍ୟା ଅଭିଯୁକ୍ତ ମୃତବ୍ୟକ୍ତିଙ୍କ ସମ୍ପତ୍ତି ପାଇପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦ା୫(ପି.ଟି.): ଜଣେ ବ୍ୟକ୍ତି ଯଦି ଅନ୍ୟ ଜଣଙ୍କୁ ହତ୍ୟା କରିବା କିମ୍ବା ହତ୍ୟା ପାଇଁ ଉସୁକାଇବା ଅଭିଯୋଗରେ ଅଭିଯୁକ୍ତ ହୋଇଥାନ୍ତି, ତେବେ ସେ ଉତ୍ତରାଧିକାର ସୂତ୍ରରେ ମୃତ…

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ…

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ଭାଣିଜୀ ବାହାଘରକୁ ଆସିଥିଲେ, ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ହୋଇଗଲା ବାଇକ୍‌; ୩ ବ୍ୟକ୍ତି…

ବଲାଙ୍ଗୀର, ୯।୫(ସୁନୀଲ କୁମାର ମହାନ୍ତି): ଭାଣିଜୀର ବାହାଘର ଖୁସି ଏବେ ଶୋକରେ ପରିଣତ ହୋଇଛି। ଭାଣିଜୀ ବାହାଘରରେ ଯୋଗ ଦେବାକୁ ଆସି ଏକ ବାଇକ ଦୁର୍ଘଟଣାରେ ତିନି…

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri