ସିଲେକ୍ସନ ଓ୍ବାରିୟର, ଟାଇଗର ଟିମ୍‌ ବିଜୟୀ

ଦଶପଲ୍ଲା,୭।୩ (ଡି.ଏନ.ଏ.) – ସ୍ଥାନୀୟ ଗାନ୍ଧୀ ମଇଦାନରେ ଚାଲିଥିବା ଦଶପଲ୍ଲା ପ୍ରିମିୟର ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟର ରବିବାର ୨ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଈଶାନୀ ସହ ସିଲେକ୍ସନ୍‌ ୱାରିଅର୍‌ର ମୁକାବିଲା ହୋଇଥିଲା । ସିଲେକ୍ସନ୍‌ ୱାରିଅର୍‌ ୧୪.୦୨ ଓଭର ଖେଳି ୧୦୭ରନ୍‌ କରିଥିଲା ା ଏହାର ଜବାବରେ ଈଶାନୀ ଟିମ୍‌ ମାତ୍ର ୯୩ରନ୍‌ କରି ଅଲ୍‌ ଆଉଟ୍‌ ହୋଇଥିଲେ ା ଅମିତ ସାହୁଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ପ୍ରଦାନ କରାଯାଇଥିଲା ା ଦ୍ବିତୀୟ ମ୍ୟାଚ୍‌ ବୈଶାଳୀ ଜାଗୁଆର୍‌ ସହ ଟାଇଗର ପ୍ରାଇଡ୍‌ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ା ଟାଇଗର ପ୍ରଥମେ ବ୍ୟାଟିଂ କରି ୧୫ଓଭରରେ ୯ଉଇକେଟ୍‌ ହରାଇ ୭୮ରନ୍‌ କରିଥିଲା ା ଜବାବରେ ବୈଶାଳୀ ୧୧.୦୨ଓଭରରେ ମାତ୍ର ୫୬ରନ୍‌ କରି ଅଲ୍‌ ଆଉଟ୍‌ ହୋଇଯାଇଥିଲା ା ଅତିଥି ଭାବେ ବିଜନକାନ୍ତ ସାହୁ ଯୋଗଦେଇଥିଲେ। ଜିତେନ୍ଦ୍ର ସ୍ବାଇଁ, ଟିକି ମହାପାତ୍ର ଖେଳ ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri