ସ୍ବାଭିମାନ ଅଞ୍ଚଳବାସୀଙ୍କୁ ମିଳିବ ମୋବାଇଲ

ଚିତ୍ରକୋଣ୍ଡା,୧୪।୧୧(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଆଦିବାସୀ ବହୁଳ ତଥା ମାଓବାଦୀ ପ୍ରବଣ ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳବାସୀଙ୍କୁ ପ୍ରଶାସନ ପକ୍ଷରୁ ମୋବାଇଲ ଯୋଗାଇ ଦିଆଯିବ। ଏ ନେଇ ଶନିବାର ପ୍ରସ୍ତୁତି ଆରମ୍ଭ ହୋଇଛି। ଆସନ୍ତା ୧୭ତାରିଖରେ ମୁଖ୍ୟମନ୍ତ୍ରୀ ମୋବାଇଲ ବଣ୍ଟନ କାର୍ଯ୍ୟକ୍ରମକୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଉଦ୍‌ଘାଟନ କରିବେ ବୋଲି ସୂଚନା ମିଳିଛି। ସରକାରଙ୍କ ନିର୍ଦ୍ଦେଶ କ୍ରମେ ସ୍ବାଭିମାନ ଅଞ୍ଚଳର ୯ ପଞ୍ଚାୟତ (ଯୋଡ଼ାମ୍ବ, ପଣସପୁଟ, ଅଣ୍ଡିରାପାଲି, ଯନ୍ତ୍ରୀ, ଗାଜୁଲୁମାମୁଡି, ରାଲେଗାଡା, ପାପରମେଟଲା, ଧୂଳିପୁଟ ଓ ରାଲେଗଡ଼ା) ର ୬୯୧୭ଟି ପରିବାରକୁ ମୋବାଇଲ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri