‘ସ୍ଵ-ଅଧ୍ୟୟନ ମାରାଥନ୍‌’ କାର୍ଯ୍ୟକ୍ରମ

ଅନୁଗୋଳ ଅଫିସ, ୧୬।୬ – ଅନୁଗୋଳ ସୌଭାଗ୍ୟନଗରସ୍ଥିତ ‘ଆର୍ଯ୍ୟଭଟ୍ଟ ଏଜୁକେଶନ୍‌’ ପକ୍ଷରୁ ଏକ ଦିବସୀୟ ‘ସ୍ବ-ଅଧ୍ୟୟନ ମାରାଥନ୍‌’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ପୂର୍ବାହ୍ନ ୯ଟାରୁ ରାତି ୯ ଟା ପର୍ଯ୍ୟନ୍ତ ଚାଲୁ ରହିଥିଲା। ଏଥିରେ ବିଭିନ୍ନ ଶିକ୍ଷାନୁଷ୍ଠାର ୧୦୦ ଜଣ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଛାତ୍ରୀଛାତ୍ରଙ୍କ ପାଇଁ ଖାଦ୍ୟ, ପାନୀୟର ବ୍ୟବସ୍ଥା କରାଯାଇଥିଲା। ଅନୁଷ୍ଠାନର ପଦାର୍ଥ ବିଜ୍ଞାନ ଶିକ୍ଷକ ବିନୋଦ ବିହାରୀ ମାଝି, ସହଯୋଗୀ ଶିକ୍ଷକ ଶ୍ରୀକାନ୍ତ ଦାସ, ଜେ.ରାଜେଶ ରାଓ, ଟୁକୁ ସାହୁ, ସୀତେଶ ସାହୁ, ସଞ୍ଜୟ ଭୋଇ ଏବଂ ପ୍ରଶାନ୍ତ ବେହେରା ଉପସ୍ଥିତ ଥିଲେ। କରୋନା ପାଇଁ ଅନ୍‌ଲାଇନ୍‌ ଏବଂ ଅଫ୍‌ଲାଇନ୍‌ ପାଠପଢ଼ା ମଧ୍ୟରେ ଛାତ୍ରୀଛାତ୍ରଙ୍କ ମାନସିକ ଅବସ୍ଥା ବିଗିଡ଼ିବାରେ ଲାଗିଛି। ସ୍ବ-ଅଧ୍ୟୟନ ଏବଂ ପୁସ୍ତକ ପଠନ ପ୍ରତି ଆଗ୍ରହ କମିବାରେ ଲାଗିଛି। ପାଠପଢ଼ା ସହିତ ପୁସ୍ତକ ଅଧ୍ୟୟନ ପ୍ରତି ଆନ୍ତରିକତା ସୃଷ୍ଟି ଉଦ୍ଦେଶ୍ୟରେ ଏଭଳି ଏକ ଅଭିନବ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା

ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…

ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ…

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri