Posted inଜାତୀୟ

୫ ବର୍ଷ ପରେ ଗିରଫ ହେଲେ ବଳାତ୍କାରୀ ବାବା

ଚେନ୍ନାଇ,୧୯।୧୨: ଜଣେ ମହିଳା ଭକ୍ତଙ୍କୁ ବଳତ୍କାର କରିବା ଅଭିଯୋଗରେ ଆତ୍ମଘୋଷିତ ଗଡ୍‌ମ୍ୟାନ ସାଥିୟା ନାରାୟଣନନ ଗିରଫ ହୋଇଛନ୍ତି। ଏହି କାର୍ଯ୍ୟରେ ତାଙ୍କୁ ସ୍ତ୍ରୀ ପୁଷ୍ପଲତା ସହାୟତା କରୁଥିଲେ। ଏଥିସହ ଗଡ୍‌ମ୍ୟାନ ପୀଡ଼ିତାଙ୍କ ଆପତ୍ତିଜନକ ଫଟୋ ସଂଗ୍ରହ କରି କାହାକୁ ଅଭିଯୋଗ କଲେ ଉକ୍ତ ଫଟୋ ସାଧାରଣରେ ପ୍ରକାଶ କରିଦେବେ ବୋଲି ଧମକ ଦେଇଥିଲେ।

ଅଭିଯୁକ୍ତ ସାଥିୟା ଓ ତାଙ୍କ ସ୍ତ୍ରୀଙ୍କର ଚେନ୍ନାଇରେ ‘ଶିରିଡିପୁରମ ସର୍ବଶକ୍ତି ପୀଠମ୍‌ ସାଇ ବାବା କୋଇଲ’ ନାମରେ ଏକ ମନ୍ଦିର ରହିଛି। ପୀଡ଼ିତା ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବାବେଳେ ତାଙ୍କ ଜେଜେମା’ଙ୍କ ସହ ଉକ୍ତ ମନ୍ଦିରକୁ ଅନେକ ସମୟରେ ଆସୁଥିଲେ। ୨୦୧୬ ଏପ୍ରିଲ ୧୨ରେ ସେ ଏକାକୀ ମନ୍ଦିର ଯାଇଥିବା ବେଳେ ପୁଷ୍ପଲତା ତାଙ୍କୁ ନିଶା ଜୁସ୍‌ ପିଇବାକୁ ଦେଇଥିଲେ। ପରେ ସାଥିୟା ଓ ପୁଷ୍ପଲତା ଉକ୍ତ ଛାତ୍ରୀଙ୍କୁ ଉଲଗ୍ନ କରି ଫଟୋ ନେବା ସହ ସାଥିୟା ବଳାତ୍କାର କରିଥିଲେ ବୋଲି ଅଭିଯୋଗରେ ଦର୍ଶାଯାଇଥିବା ତାମିଲନାଡୁ ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri