ପିସ୍ତଲ ଧରି ନେଉଥିଲେ ସେଲ୍‌ଫି: ଫୁଟିଲା ଗୁଳି, ତାପରେ…

ନୋଏଡ଼ା,୮।୧୧: ଏବେ ସୋସିଆଲ୍‌ ମିଡ଼ିଆରେ ଅପଲୋଡ୍‌ କରିବା ଲାଗି କେତେକ ଭିନ୍ନ ଭିନ୍ନ ସେଲ୍‌ଫି ନେଉଛନ୍ତି। ବେଳେବେଳେ ବହୁ ଅଘଟଣ ମଧ୍ୟ ଘଟୁଛି। ଏଭଳି ଏକ ଅଘଟଣ ଉତ୍ତରପ୍ରଦେଶ ନୋଏଡ଼ାରେ ଘଟିଛି। କାର୍‌ରେ ବସି ସୌରଭ ମାଓ୍ବି ନାମକ ଜଣେ ଯୁବକ ପିସ୍ତଲ ଧରି ସେଲ୍‌ଫି ଉଠାଉଥିଲେ। ହଠାତ୍‌ ଗୁଳି ଫୁଟିଥିଲା। ଗୁଳି ତାଙ୍କ ଶରୀର ଭେଦ କରିଥିଲା। କାର ଚଳାଉଥିବା ତାଙ୍କ ବନ୍ଧୁ ନକୁଲ ଶର୍ମା ସୌରଭଙ୍କୁ ନୋଏଡ଼ାର ଶାରଦା ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ନନ୍ଦୁଙ୍କୁ ଗିରଫ କରି ପଚରାଉଚରା ଜାରି ରଖିଛି। ପିସ୍ତଲରେ ଗୁଳି ନ ଥିଲା ବୋଲି ସୌରଭ ଭାବିଥିଲେ ବୋଲି ନନ୍ଦୁ ପୋଲିସ ସମ୍ମୁଖରେ ପ୍ରକାଶ କରିଛନ୍ତି। ଏହାର ତଦନ୍ତ ଜାରି ରହିଥିବା ନୋଏଡ଼ା ସେଣ୍ଟ୍ରାଲ ଡିସିପି ହରିଶ୍ଚନ୍ଦ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଶହ ଶହ ଖାଲ ଢିପ ଯୋଗୁ ଯାତାୟାତରେ ସମସ୍ୟା, ଚେତାବନୀ ଦେଲେ ସହରବାସୀ, ମରାମତି ନ ହେଲେ ଆଗାମୀ ଦିନରେ…

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗୀର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା…

ନୂଆ ସ୍ବପ୍ନ, ନୂଆ ଲକ୍ଷ୍ୟ: ମହାବିଦ୍ୟାଳୟରେ ପାଦ ଥାପିଥିବା ନବାଗତ ଛାତ୍ରୀଛାତ୍ରଙ୍କୁ ପରାମର୍ଶ, ଉପସ୍ଥାନ କମ୍‌ ରହିଲେ…

ଭଞ୍ଜନଗର, ୨୭।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ସୋମବାର ଯୁକ୍ତ ୩…

E20 ବିବାଦ: ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନିତିନ ଗଡକରୀ

ନୂଆଦିଲ୍ଲୀ, ୨୭।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ସୋସିଆଲ ମିଡିଆରେ ପ୍ରସାରିତ ଡିପଫେକ୍ ଭିଡିଓ ଏବଂ ମାନହାନିଜନକ ପୋଷ୍ଟ ସମ୍ପର୍କରେ ବମ୍ବେ…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲାରେ ବଡ଼ ଟ୍ବିଷ୍ଟ, ଆତ୍ମସମର୍ପଣ କଲେ ପୂର୍ବତନ ଡିଏଫଓ

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା): ବହୁଚର୍ଚ୍ଚିତ ଏସିଏଫ ସୋମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃମାମଲାରେ ତତ୍କାଳୀନ ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ସୋମବାର ପାରଳାଖେମୁଣ୍ଡି ଏସଡିଜେଏମ୍‌ଙ୍କ(SDJM) ଅଦାଲତରେ ଆତ୍ମସମର୍ପଣ କରିଛନ୍ତି।…

ଜଣାପଡିଲା ଭାଜପାର ଭିତିରି ଗେମ୍‌: ଇସ୍ତଫା ଦେବା ପରେ ଧର୍ମେନ୍ଦ୍ରଙ୍କୁ ମିଳିବ ଏହି ବଡ଼ ଦାୟିତ୍ୱ! ଓଡ଼ିଶାରେ…

ନୂଆଦିଲ୍ଲୀ, ୨୭॥୭: ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ପ୍ରହ୍ଲାଦ ଜୋଶୀଙ୍କୁ ଦେଶର ନୂତନ ଶିକ୍ଷାମନ୍ତ୍ରୀ ଭାବେ…

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି।…

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri