ଆଲିଆଙ୍କ ସେଲ୍ଫି

ମୁମ୍ବାଇ: ପାଖାପାଖି ୨ ବର୍ଷ ହେବ ବଲିଉଡ୍ ନାୟିକା ଆଲିଆ ଭଟ୍ଟ ଓ ରଣବୀର କପୁରଙ୍କ ଯୋଡି ରହି ଆସୁଛନ୍ତି ଚର୍ଚ୍ଚାରେ । ଏହି ଲଭ ବାର୍ଡ ବିବାହ କରିବାକୁ ଯାଉଥିବା ବେଳେ କେବେ ବିବାହ କରିବେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଉଭୟ ରିଲେଶନସିପରେ ଥିବା ବେଳେ କିଛି କିଛି କାର୍ଯ୍ୟକ୍ରମରେ ଉଭୟଙ୍କୁ ଏକାଠି ମଧ୍ୟ ଦେଖିବାକୁ ମିଳେ । ଏମାନଙ୍କ ଭଲ ପାଇବାକୁ ଆଲିଆ ଯଦିଓ ଏକ ପ୍ରକାର ସ୍ୱୀକାର କରି ସାରିଛନ୍ତି ରଣବୀର କିନ୍ତୁ ଏହାକୁ ନେଇ ଏପର୍ଯ୍ୟନ୍ତ କେଉଁଠି କିଛିବି କହି ନାହାନ୍ତି । କିଛି ସମୟ ପୂର୍ବରୁ ଆଲିଆ ଭଟ୍ଟ ସୋସିଆଲ ମିଡିଆରେ ପୋଷ୍ଟ କରିଥିବା ଫଟୋ ଏବେ ଭାଇରାଲ ହେବାରେ ଲାଗିଛି । ଏହା ତାଙ୍କର ସେଲ୍ଫି । ଏବେ ଆଲିଆ ୪୦ ଦିନ ଫିଟନେସ୍ ଚ୍ୟାଲେଞ୍ଜ ନେଇଛନ୍ତି । ଏହି ଫଟୋ ଶେୟାର କରି ସେ ଲେଖିଛନ୍ତି ଆଉ ରହିଲା ମାତ୍ର ୨୦ ଦିନ । ଉକ୍ତ ଫଟୋରେ ଆଲିଆ ସ୍ପୋର୍ଟସ ଇନର ପିନ୍ଧିଥିବା ଦେଖାଯାଇଛି । ଏହାରି ଭିତରେ ଆଲିଆଙ୍କ ମୋବାଇଲ କଭର ଆସିଯାଇଛି ଚର୍ଚ୍ଚାକୁ । ଯେଉଁଥିରେ ୮ ନମ୍ବର ଲେଖାଯିବା ସହ ହାର୍ଟର ଏକ ଚିତ୍ର ହୋଇଛି । ସୂଚନାଯୋଗ୍ୟ, ରଣବୀର କପୁରଙ୍କ ଲକି ନମ୍ବର ହେଉଛି ୮ । ଗତବର୍ଷ ରଣବୀରଙ୍କ ଜନ୍ମଦିନରେ ଯେଉଁ କେକ୍ ଆସିଥିଲା ତା’ର ଫଟୋକୁ ଅଭିନେତ୍ରୀ ସୋସିଆଲ ମିଡିଆରେ ପୋଷ୍ଟ କରିବା ସହ ହାପି ବାର୍ଥ ଡେ ୮ ବୋଲି ଲେଖିଥିଲେ । ତେଣୁ ଏଥର ବି ଆଲିଆ ତାଙ୍କ ଭଲ ପାଇବାକୁ ଭିନ୍ନ ଢଙ୍ଗରେ ଉପସ୍ଥାପନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri