ପ୍ରଶଂସକଙ୍କୁ ପାଗଳ କରୁଛି ସେଲ୍‌ଫି କୁଇନ୍‌ଙ୍କ ଲୁକ୍‌

ମୁମ୍ବାଇ: ବଲିଉଡ୍‌ରେ ସେଲ୍‌ଫି କୁଇନ୍‌ ଭାବରେ ଜଣାଶୁଣା ଗାୟିକା ନେହା କକ୍କର କେବଳ ତାଙ୍କ ଗୀତ ପାଇଁ ନୁହେଁ ବରଂ ତାଙ୍କ ସ୍ବତନ୍ତ୍ର ଷ୍ଟାଇଲ୍‌ ପାଇଁ ଚର୍ଚ୍ଚାରେ ରହିଥାନ୍ତି। ନେହା ଏବଂ ରୋହନପ୍ରୀତ୍‌ ଅଧିକାଂଶ ସମୟ ରୋମାଣ୍ଟିକ ନଜରରେ ପ୍ରଶଂସକଙ୍କ ପାଇଁ ସୋସିଆଲ ମିଡିଆରେ ଫଟୋ ଶେୟାର କରିଥାନ୍ତି।

ଏବେ ନେହା ପ୍ୟାରିସ୍‌ ବୁଲିବାକୁ ଯାଇଛନ୍ତି। ଏହି ସମୟର କିଛି ଫଟୋ ସେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ନେହା ସବୁବେଳେ ତାଙ୍କ ଗ୍ଲାମରସ୍‌ ଫଟୋ ପାଇଁ ଦର୍ଶକଙ୍କ ହୃଦୟ ଜିଣିଥାନ୍ତି। ଏଥର ବି ନେହାଙ୍କ ଷ୍ଟାଇଲ୍‌ ଏବଂ ଲୁକ୍‌ ପ୍ରଶଂସକଙ୍କୁ ପାଗଳ କରୁଛି।

ସେ ଏକ କଳା ବ୍ରାଲେଟରେ ନଜର ଆସିଛନ୍ତି। ଏଥିସହିତ ଏକ ଲଙ୍ଗ୍‌ କୋଟ୍‌ ଏବଂ ପ୍ୟାଣ୍ଟ ପିନ୍ଧିଛନ୍ତି। ବିଭିନ୍ନ ପୋଜ୍‌ରେ ଫଟୋ ଉଠାଇଛନ୍ତି। ଫଟୋ ଶେୟାର କରି ନେହା କ୍ୟାପଶନ ଲେଖିଛନ୍ତି, ପ୍ୟାରିସ୍‌ ରାସ୍ତାରେ…

ତେବେ ଦର୍ଶକମାନେ ନେହାଙ୍କ ପ୍ରତିଟି ଫଟୋକୁ ବେଶ୍‌ ପସନ୍ଦ କରିଛନ୍ତି। ଏଥିସହ ଭିନ୍ନ ଭିନ୍ନ କମେଣ୍ଟ ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri