ରିଲିଜ ହେଲା ଅକ୍ଷୟଙ୍କ ‘ସେଲଫି’

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାର ପୁଣିଥରେ ତାଙ୍କ ନୂଆ ଚଳଚ୍ଚିତ୍ର ‘ସେଲଫି’ ସହିତ ସିନେମା ହଲରେ ପ୍ରବେଶ କରିଛନ୍ତି। ତାଙ୍କର ଏହି ଫିଲ୍ମଟି ଶୁକ୍ରବାର ରିଲିଜ ହୋଇଛି। ରାଜ ମେହେଟ୍ଟା ଫିଲ୍ମର ନିର୍ଦ୍ଦେଶକ ଭାର ସମ୍ଭାଳିଛନ୍ତି। ଚଳଚ୍ଚିତ୍ରଟି ମାଲାୟାଲମ ଚଳଚ୍ଚିତ୍ର ‘ଡ୍ରାଇଭିଂ ଲାଇସେନ୍ସ’ର ହିନ୍ଦୀ ରିମେକ୍‌। ଅକ୍ଷୟଙ୍କ ବ୍ୟତିତ ଫିଲ୍ମରେ ଇମ୍ରାନ ହାଶମୀ, ଦିଆନା ପେଣ୍ଟି, ନୁଶରତ, ଟିସକା ଚୋପ୍ରା, ରାହୁଲ ଦେବଙ୍କ ଭଳି ପ୍ରମୁଖ ଅଭିନେତା ଅଛନ୍ତି। ତେବେ ବକ୍ସ ଅଫିସରେ ଏହା ଭଲ ପ୍ରଦର୍ଶନ କରିବ ବୋଲି ଆଶା କରାଯାଉଛି। ନିକଟରେ ତିନି ମିନିଟରେ ୧୮୪ ସେଲଫି ନେଇ ଗିନିଜ ୱାଲର୍ଡ ରେକର୍ଡରେ ସାମିଲ ହୋଇଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri