ବିକୁଥିଲେ ବାଣ, ଧରିଲା ପୋଲିସ

କୋଭିଡ୍‌ କଟକଣା ପାଇଁ ରାଜ୍ୟ ସରକାର ବାଣ ବିକ୍ରି ଉପରେ ରୋକ୍‌ ଲଗାଇଥିବା ବେଳେ ଭଦ୍ରକ ସହରରେ ଚୋରାରେ ବାଣ ବିକ୍ରି ହେଉଥିଲା। ବିଶେଷ ସୂତ୍ରରୂ ଖବର ପାଇ ଭଦ୍ରକ ଟାଉନ ପୋଲିସ ସ୍ଥାନୀୟ ବଙ୍କ ସ୍କୁଲ ନିକଟ ଏକ ବାଣ ଗୋଦାମରେ ଶନିବାର ରାତିରେ ଚଢ଼ାଉ କରିଥିଲା। ଚଢାଉ ବେଳେ ପୋଲିସ ଲକ୍ଷାଧିକ ଟଙ୍କାର ବାଣ ଜବତ କରିଛି। ଏହି ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖି କିଭଳି ଓ କେଉଁ ନିୟମ ବଳରେ ବେଆଇନ ଭାବେ ବାଣ ବିକ୍ରି କରାଯାଉଥିଲା ତାହାର ତଦନ୍ତ ଆରମ୍ଭ କରିଛି। ସେହିପରି ପୁରୁଣାବଜାର ଥାନା ପୋଲିସ ବେନ୍ତାଳ ଗାଁରୁ ବହୁ ପରିମାଣର ବେଆଇନ ବାଣ ଜବତ କରିବା ସହ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉକ୍ତ ଗାଁର ରଞ୍ଜନ ରାଉତ ଓ ହରିଶ୍ଚନ୍ଦ୍ର ରାଉତ। ସେମାନଙ୍କ ନିକଟରୁ ଏକ କାର୍‌ ଜବତ କରାଯାଇଛି। ଏନେଇ ଥାନାରେ ଏକ ମାମଲା (ନଂ.୩୬୦/୨୧) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବହୁଚର୍ଚ୍ଚିତ ଇତିଶ୍ରୀ ହତ୍ୟା ମାମଲାର ଦୋଷୀ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ

କୋରାପୁଟ ଅଫିସ,୧୭ା୮: ରାୟଗଡ଼ାର ବହୁଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ମୃତ୍ୟୁ ମାମଲାରେ ଦୋଷୀ ସାବ୍ୟସ୍ତ ଶିକ୍ଷକ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ହୋଇଛି। ଏନେଇ କୋରାପୁଟ ମଣ୍ଡଳ...

ବାଟ ଦେଖାଇଛି ତରଭୁଜ ଚାଷ

ପାଲଲହଡ଼ା, ୧୯ା୩ (ଦିବ୍ୟଜ୍ୟୋତି ଦାସ ): ପାଠପଢ଼ା ସରିବା ପରେ ନ ଥିଲା ଚାକିରି ଆଶା। ଚାକିରି ଦୌଡ଼ରୁ ବାହାରି ଚାଷ ମୁହାଁ ହୋଇଥିଲେ। ଏଥିପାଇଁ ସାହାରା...

ଲଗାଣ ବର୍ଷାରେ ଭୁଶୁଡ଼ିଲା ପୋଡ଼ାଖୋଲ ପୋଲ

ଭବାନୀପାଟଣା,୧୪।୮(ସ୍ବ.ପ୍ର.): ଲଘୁଚାପ ପ୍ରଭାବରେ କଳାହାଣ୍ଡି ଜିଲାରେ ଗତ ୨ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏପରିସ୍ଥିତିରେ ଜିଲାର ଜୟପାଟଣା ବ୍ଲକ ପିପଲଗୁଡ଼ା ଛକରୁ...

ବାଇକ ମୁହାଁମୁହିଁ, ଜଣେ ମୃତ

ଶେରଗଡ଼,୧୧ା୧୧(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ଧବଳପୁର ଷୋଳଶଳା ଗ୍ରାମ ରାସ୍ତାରେ ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ୨ ବାଇକ ମଧ୍ୟରେ ମୁହଁାମୁହିଁ ଧକ୍କା ହେବାରୁ ଜଣଙ୍କ ମୃତ୍ୟୁ...

କୃଷି ଋଣ ନ ମିଳିବା ପ୍ରତିବାଦରେ ଧାରଣା

ଗୋପ, ୨୨।୮(ଡି.ଏନ୍‌.ଏ.)-ଗୋପ ବ୍ଲକ୍‌ ଅଧୀନ ବଡ଼ତରା ସେବା ସମବାୟ ସମିତିରୁ ଚାଷୀମାନଙ୍କୁ କୃଷି ଋଣ ମିଳୁ ନ ଥିବା ନେଇ ଚାଷୀମାନେ ଗୁରୁବାର ୫ରୁ ଊର୍ଦ୍ଧ୍ୱ...

ଗଣବଳାତ୍କାର ଭିଡିଓ ଭାଇରାଲ, ୩ ଅଟକ

କବିସୂର୍ଯ୍ୟନଗର,୨୭ା୧୨- ଗଞ୍ଜାମ ଜିଲା କବିସୂର୍ଯ୍ୟନଗରରେ ପୁଣି ଲଜ୍ଜା। ୩ ଜଣ ସାଙ୍ଗ ମିଶି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରିଥିବା ଥାନାରେ ଅଭିଯୋଗ ହୋଇଛି।...

୩୦ ୟୁନିଟ୍‌ ରକ୍ତ ସଂଗୃହୀତ

କେନ୍ଦୁଝର, ୨୯।୪(ସ୍ବ.ପ୍ର.)-ଲକ୍‌ଡାଉନ୍‌ ଯୋଗୁ ରକ୍ତ ସମସ୍ୟା ଦେଖାଦେଉଥିବା ବେଳେ ସ୍ଥାନୀୟ କଲେଜ ରୋଡସ୍ଥିତ ମହାଲକ୍ଷ୍ମୀ କଲଚରାଲ କ୍ଳବ ପକ୍ଷରୁ ବୁଧବାର ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ...

ଭଙ୍ଗା ଘରେ ଚାଲିଛି ପାଠପଢ଼ା

ବାହାନଗା,୪ା୭(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ପଞ୍ଚାୟତରେ ଥିବା ନେତାଜୀ ହାଇସ୍କୁଲର ଛାତ୍ରୀଛାତ୍ର ବିପଦସଙ୍କୁଳ ଭଙ୍ଗାଘରେ ଓ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ୧୯୯୪ରେ ପୂର୍ଣ୍ଣଚନ୍ଦ୍ର...

Advertisement
Archives

Model This Week