ବିକୁଥିଲେ ବାଣ, ଧରିଲା ପୋଲିସ

କୋଭିଡ୍‌ କଟକଣା ପାଇଁ ରାଜ୍ୟ ସରକାର ବାଣ ବିକ୍ରି ଉପରେ ରୋକ୍‌ ଲଗାଇଥିବା ବେଳେ ଭଦ୍ରକ ସହରରେ ଚୋରାରେ ବାଣ ବିକ୍ରି ହେଉଥିଲା। ବିଶେଷ ସୂତ୍ରରୂ ଖବର ପାଇ ଭଦ୍ରକ ଟାଉନ ପୋଲିସ ସ୍ଥାନୀୟ ବଙ୍କ ସ୍କୁଲ ନିକଟ ଏକ ବାଣ ଗୋଦାମରେ ଶନିବାର ରାତିରେ ଚଢ଼ାଉ କରିଥିଲା। ଚଢାଉ ବେଳେ ପୋଲିସ ଲକ୍ଷାଧିକ ଟଙ୍କାର ବାଣ ଜବତ କରିଛି। ଏହି ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖି କିଭଳି ଓ କେଉଁ ନିୟମ ବଳରେ ବେଆଇନ ଭାବେ ବାଣ ବିକ୍ରି କରାଯାଉଥିଲା ତାହାର ତଦନ୍ତ ଆରମ୍ଭ କରିଛି। ସେହିପରି ପୁରୁଣାବଜାର ଥାନା ପୋଲିସ ବେନ୍ତାଳ ଗାଁରୁ ବହୁ ପରିମାଣର ବେଆଇନ ବାଣ ଜବତ କରିବା ସହ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉକ୍ତ ଗାଁର ରଞ୍ଜନ ରାଉତ ଓ ହରିଶ୍ଚନ୍ଦ୍ର ରାଉତ। ସେମାନଙ୍କ ନିକଟରୁ ଏକ କାର୍‌ ଜବତ କରାଯାଇଛି। ଏନେଇ ଥାନାରେ ଏକ ମାମଲା (ନଂ.୩୬୦/୨୧) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଈ ହାତୀର ସନ୍ଦେହଜନକ ମୃତଦେହ ଉଦ୍ଧାର

ଭବାନୀପାଟଣା,୧୩।୯(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ନର୍ଲା ନବୋଦୟ ନିକଟରେ ଶୁକ୍ରବାର ସକାଳରେ ଜଣେ ମାଈ ହାତୀର ମୃତଦେହ ଠାବ ହୋଇଛି। ଖବର ପାଇ ବନବିଭାଗ ଘଟଣାସ୍ଥଳକୁ...

୧୧ରେ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା

ଭବାନୀପାଟଣା,୧୩ା୯(ଉତ୍ତମ କୁମାର ଦାଶ):ଅକ୍ଟୋବର ୧୧ରେ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ଅନୁଷ୍ଠିତ ହେବ। ଉତ୍ସବ ପାଳନ ପାଇଁ ଗୁରୁବାର ଭବାନୀପାଟଣାସ୍ଥିତ...

୧୫ ମାସ ହେଲା ମିଳିନି ଦରମା: ସିଡିଓଙ୍କୁ ଫେରାଦ ହେଲେ ସିଆର୍‌ପି

ଭବାନୀପାଟଣା,୧୩ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକର ୨୪ ପଞ୍ଚାୟତରେ କାର୍ଯ୍ୟରତ ସିଆର୍‌ପି, ଏମ୍‌ବିକେ ଓ ବ୍ୟାଙ୍କ ମିତ୍ରଙ୍କୁ ଗତ ୧୫ମାସ ହେଲା ଦରମା...

କଳାହାଣ୍ଡି ଗଡ଼ଜାତ ଅଞ୍ଚଳରେ ନୂଆଁଖାଇ ଆଜି

ଭବାନୀପାଟଣା,୧୩ା୯ (ଉତ୍ତମ କୁମାର ଦାଶ):ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ସପ୍ତମୀ ତିଥିରେ ନୂଆଁଖାଇ ପାଳନ ହେଉଥିବାବେଳେ ଏଠାରେ...

ମୋ ଜଙ୍ଗଲ ଜମି ଯୋଜନା ବାଟବଣା

ନୟାଗଡ଼,୧୩।୯(ଲୋକନାଥ ମିଶ୍ର): ମୋ ଜଙ୍ଗଲ ଜମି ଯୋଜନା ନୟାଗଡ଼ ଜିଲାରେ ବାଟବଣା ହୋଇଥିବା ଅଭିଯୋଗ ହୋଇଛି। ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ସଂଶୋଧନ ନିୟମାବଳି...

ସୁଭଦ୍ରା ଯୋଜନାର ଲାଭ ଉଠାଇବାକୁ ସୁନା ବନ୍ଧକ ରଖି ମୋବାଇଲ କିଣିଲେ

ପାରଳାଖେମୁଣ୍ଡି,୧୩ା୯(ଗିରିଧାରୀ ପରିଛା): ଗଜପତି ଜିଲା ଆର. ଉଦୟଗିରି ବ୍ଲକରେ ‘ସୁଭଦ୍ରା’ ଯୋଜନା ପାଇଁ ଜଣେ ହିତାଧିକାରୀ ନିଜ ସୁନା ବନ୍ଧକ ରଖି ମୋବାଇଲ କିଣିବା ପରି...

ଦୋଷୀଙ୍କୁ ୨୦ ବର୍ଷ ଜେଲଦଣ୍ଡ

କେନ୍ଦୁଝର,୧୩ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଚିଲଡ୍ରେନ୍‌ କୋର୍ଟରେ ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ମମିତା ଦାସ ମାମଲାର ଶୁଣାଣି କରି...

ହାରିସ୍‌ଙ୍କ ପ୍ରଚାରରେ ଓଡ଼ିଆ ପୁଅ ସମୟ

ରାୟଗଡ଼ା,୧୩।୯(ଆଶିଷ ରଞ୍ଜନ ପଣ୍ଡା):ଆମେରିକା ରାଜନୀତିରେ ଓଡ଼ିଆ ପୁଅ ସମୟ ସାହୁ ସକ୍ରିୟ ଭୂମିକା ତୁଲାଉଛନ୍ତି। ସେ ଆମେରିକା ଡେମୋକ୍ରାଟିକ୍‌ ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ୍‌ଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri