ବ୍ରାଣ୍ଡେଡ୍‌ କମ୍ପାନୀର ନକଲି ଲୋଗୋରେ ତରଳ ୟୁରିଆ କାରବାର, ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଖୋର୍ଦ୍ଧା,୩ା୮(ପ୍ରଭାତ ପାଣିଗ୍ରାହୀ): ବ୍ରାଣ୍ଡେଡ କମ୍ପାନୀର ନକଲି ଲୋଗୋ ଲଗାଇ ବିକ୍ରି ନକଲି ତରଳ ୟୁରିଆ ବିକ୍ରି କରୁଥିଲେ। ୧୬ ନଂ ରାଜପଥ ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ତୋଟାପଡ଼ା ଛକ ଚା’ ଦୋକାନରେ ଦୀର୍ଘ ଦିନ ଧରି ଚାଲିଥିଲା ନକଲି କାରବାର। ଇଆଇପିଏଫ(ଇଣ୍ଡିଆ)ପ୍ରା ଲିମିଟେଡ ଗୋଇନ୍ଦା ଅଫିସରଙ୍କ ଅଭିଯୋଗ ଆଧାରରେ ପୋଲିସ ଯାଞ୍ଚ ବେଳେ ଏକ ଚା’ ଦୋକାନ ରୁ ୬୪ ଟି ଟାଟା ଡିଇଏଫ୍‌ ଓ ଗଲ୍ଫ ୟୁରିଆ ବାଲ୍‌ଟି ଧରିଥିଲା। ସୂଚନା ଆଧାରରେ କଟକ ଜଗତପୁର ଏକ ଗୋଦାମରେ ଚଢ଼ାଉ ବେଳେ ୨୭୦ ଟାଟା ଡିଇଏଫ୍‌ ଓ ଗଲ୍ଫ ୟୁରିଆ ବକେଟ, ୪ ପ୍ୟାକେଟ୍‌ ୟୁରିଆ ବସ୍ତା, ୪୦ଟି ଖାଲି ବକେଟ ଏବଂ ୨ଟି ସିଣ୍ଟେକ୍ସ ଜବତ କରିଛି। ଏହି ମାମଲାରେ ପୋଲିସ ତୋଟାପଡ଼ାର ଏସ୍‌କେ ଯୁନିଆଦ ଅଲ୍ଲୀ, କଟକ ଗୋଦାମ ମାଲିକ ଶିବ ଚରଣ ସିଂ ଓ ତ୍ରିଲୋଚନ ବେହେରାଙ୍କୁ ଗିରଫ କରିଥିବା ନେଇ ଟାଉନ ଥାନାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସଦର ଏସ୍‌ଡିପିଓ ଦିଲ୍ଲୀପ ଦାସ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

ୟୁଜିସି ବିଲ୍‌କୁ ବିରୋଧ: ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର

ପଦ୍ମପୁର,୯।୨(ପ୍ରଦୀପ୍ତ ଦାଶ): ସାରା ଦେଶରେ ୟୁଜିସି ବିଲକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଏହାର ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ସୋମବାର ପଦ୍ମପୁର ବ୍ରାହ୍ମଣ ସମାଜ ତରଫରୁ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର…

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri