ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ । ନିଶା ମଣିଷ ସମାଜର ପରମ ଶତ୍ରୁ । ନିଶା ନିବାରଣ ସାମ୍ପ୍ରତିକ ସମାଜ ପାଇଁ ଏକ ଆହ୍ବାନରେ ପରିଣତ ହୋଇ ଯାଇଛି । ଏଥିପାଇଁ ବ୍ୟାପକ ସଚେତନତାର ଆବଶ୍ୟକତା ରହି ଥିବାବେଳେ ଛାତ୍ରୀଛାତ୍ରଙ୍କ ମଧ୍ୟ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ବୋଲି ଗୁରୁବାର ବରଗଡ଼ ରାଣା ପ୍ରତାପ ଉଚ୍ଚ ବିଦ୍ୟାଳୟଠାରେ ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୁଲ୍ୟରେ ଅନୁଷ୍ଠିତ ଆଲୋଚନାଚକ୍ରରେ ମତପ୍ରକାଶ ପାଇଛି ।

ଶିଶୁ ସାହିତ୍ୟ ସଂସଦର ସମ୍ପାଦିକା ଶାଲିନି ସାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଆଲୋଚନା ଚକ୍ରକୁ ପ୍ରଧାନ ଶିକ୍ଷକ ସୁଦୀପ କୁମାର ରଥ ଉଦଘାଟନ କରିଥିଲେ । ବିଦ୍ୟାଳୟର ଆଲୁମୁନି ସଦସ୍ୟ କପିଳେଶ୍ୱର ବାଗ ମୁଖ୍ୟବକ୍ତା ଭାବେ ଯୋଗଦେଇ ନିଶା କବଳରେ ସାମ୍ପ୍ରତିକ ବରଗଡ଼ ସହରର ସ୍ଥିତି ଓ ତାର ପ୍ରତିକାର ପାଇଁ ଛାତ୍ରୀଛାତ୍ର କିପରି ସଚେତନ କରି ପାରିବେ, ସେ ବିଷୟରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅଞ୍ଜଳି ମହାରଣା, ରିତିକା ସା, ସିମ୍ରନ ମାଳି, ରୁଚି ମାଝୀ, ସିମ୍ରନ୍ ବେହେରା, ଶିବାନୀ ମେହେର, ଆର୍ ଜୟଶ୍ରୀ ପ୍ରମୁଖ ଛାତ୍ରୀଛାତ୍ର ଅଂଶଗ୍ରହଣ କରି ନିଶା ନିବାରଣ ଉପରେ ବକ୍ତବ୍ୟ ରଖିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri