ସେନ୍‌କୋର ବ୍ରାଇଡାଲ ଜୁଏଲେରି କଲେକ୍ସନ

ଭୁବନେଶ୍ୱର,୧୩।୬: ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ବହୁ ପ୍ରତୀକ୍ଷିତ ତଥା ନୂତନ ବ୍ରାଇଡାଲ ଜୁଏଲେରି କଲେକ୍ସନ ‘ପ୍ୟାର୍‌ କା ଗଠ୍‌ବନ୍ଧନ-୨୦୨୪’ର ସର୍ବଭାରତୀୟସ୍ତରରେ ଉନ୍ମୋଚନ ହୋଇଯାଇଛି। ଏପରିକି ଗ୍ରାହକମାନେ https://sencogoldanddiamonds.com/ରେ ଏହି ସ୍ବତନ୍ତ୍ର ଗଠ୍‌ବନ୍ଧନ କଲେକ୍ସନକୁ ଦେଖିପାରିବେ। ଯେଉଁଠାରେ ପ୍ରତ୍ୟେକ ଅଳଙ୍କାରର ଡିଜାଇନ କେବେ ଶେଷ ହେଉ ନ ଥିବା ଓ ଚିରକାଳ ଏକାଠି ରହୁଥିବା ଚିରନ୍ତର ପ୍ରେମ କାହାଣୀର ସେଲିବ୍ରେଶନର ମନ୍ତ୍ର ନିସୃତ କରୁଛି।

ଏ ସମ୍ପର୍କରେ ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସର ନିର୍ଦ୍ଦେଶକ ତଥା ମୁଖ୍ୟ (ମାର୍କେଟିଂ ଓ ଡିଜାଇନ ବିଭାଗ) ଜୋଇତା ସେନ୍‌ କହିଛନ୍ତି, ଏହି ନୂତନ ଡିଜାଇନ ଓ କଲେକ୍ସନକୁ ସର୍ବଭାରତୀୟସ୍ତରରେ ଉନ୍ମୋଚନକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ବିଶେଷକରି ଏହାକୁ ଭାରତର ପ୍ରତ୍ୟେକ ଭାଗର ବଧୂମାନଙ୍କ ପସନ୍ଦ ଓ ସ୍ବତନ୍ତ୍ର ପରମ୍ପରାଗୁଡିକୁ ଦୃଷ୍ଟିରେ ରଖି ଡିଜାଇନ କରାଯାଇଛି। ଏପରିକି ଗଠବନ୍ଧନ ବ୍ରାଇଡାଲ ଜୁଏଲେରି କଲେକ୍ସନ ହେଉଛି, ଆଜୀବନ ପ୍ରେମର ପ୍ରତିଜ୍ଞା ପ୍ରତି ସେନ୍‌କୋର ଏକ କବିତା ସଦୃଶ ଭାବନା ହୋଇଥିଲାବେଳେ ଗ୍ରାହକମାନେ ବର୍ତ୍ତମାନ ଗଠବନ୍ଧନର ବିସ୍ତୃତ ଶୃଙ୍ଖଳାକୁ ଉଭୟ ଅଫ୍‌ଲାଇନ ଓ ଅନ୍‌ଲାଇନ ପ୍ଲାଟ୍‌ଫର୍ମରେ ଅନ୍ବେଷଣ କରିପାରିବେ। ସେହିଭଳି ଗ୍ରାହକମାନେ ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସ ଷ୍ଟୋର ଓ ୱେବ୍‌ସାଇଟଗୁଡିକରେ ବ୍ରାଣ୍ଡ୍‌ର ପୋଲ୍‌କି, କୁନ୍ଦନ, ଆଣ୍ଟିଟିକ୍‌, ହୀରା ଓ ସୁନାର ବ୍ରାଇଡାଲ ଜୁଏଲେରିର ସ୍ବତନ୍ତ୍ର କଲେକ୍ସନ ଓ ସୂକ୍ଷ୍ମ କାରିଗରିରେ ନିମଜ୍ଜିତ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri