କୋଭିଡ୍‌ରେ ସେନ୍‌କୋ ଗୋଲ୍ଡ ଅଧ୍ୟକ୍ଷଙ୍କ ପରଲୋକ

କୋଲକାତା,୨୯।୭: ଗହଣା ରିଟେଲିଂ କ୍ଷେତ୍ରରେ ପ୍ରମୁଖ କମ୍ପାନୀ ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡର ଅଧ୍ୟକ୍ଷ ଶଙ୍କର ସେନ୍‌ଙ୍କର କରୋନା ସଂକ୍ରମଣ ଯୋଗୁ ପରଲୋକ ଘଟିଛି। ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ନିକଟରେ ତାଙ୍କର ଏକ ଅପରେଶନ ହୋଇଥିବା ବେଳେ ସେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ବୋଲି ସୂଚନା ରହିଛି। ସେନ୍‌କୋ ଗୋଲ୍ଡକୁ ଜାତୀୟ ସ୍ତରରେ ଲୋକପ୍ରିୟ କରାଇବା ଦିଗରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଛି। ୧୯୯୦ରେ ତାଙ୍କ ପିତାଙ୍କଠାରୁ କାରବାର ସମ୍ଭାଳିବା ସହ ସେ ପ୍ରଥମେ ୩ଟି ଷ୍ଟୋରରୁ କାରବାର ଆରମ୍ଭ କରିଥିଲେ। ଏହି ଷ୍ଟୋର ସଂଖ୍ୟା ବର୍ତ୍ତମାନ ୧୦୦ ଟପିଛି। ତାଙ୍କ ବିୟୋଗରେ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି। ସେନ୍‌ ଜଣେ ଭବିଷ୍ୟଦ୍ରଷ୍ଟା ଥିବା ବେଳେ ଗ୍ରାହକଙ୍କ ଲାଗି ବିଭିନ୍ନ ପଦକ୍ଷେପ ସର୍ବଦା ନେଉଥିଲେ। ଭାରତୀୟ ରତ୍ନ ଏବଂ ଆଭୁଷଣ ପରିଷଦରେ ସେ ଜଣେ ପ୍ରତିଷ୍ଠାତା ସଦସ୍ୟ ରହିଥିଲେ। ପରିଷଦର ଅଧ୍ୟକ୍ଷ ଏନ୍‌.ଅନନ୍ତ ପଦ୍ମନାଭନ କହିଛନ୍ତି ଯେ, ସେନ୍‌ଙ୍କ ବିୟୋଗ ଏକ ଅପୂରଣୀୟ କ୍ଷତି। ତାଙ୍କ ପରିବାରକୁ ସଂଘ ପକ୍ଷରୁ ସମବେଦନା ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁବର୍ଣ୍ଣରେଖାରେ ୪ର୍ଥ ବନ୍ୟା: ୪ ବ୍ଲକ୍‌ରେ ଲକ୍ଷାଧିକ ଲୋକ ଜଳବନ୍ଦୀ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଝାଡ଼ଖଣ୍ଡ ମାଳାଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗାଲୁଡ଼ିହି ଜଳାଧାରରୁ ୧ ୩ଟି ଗେଟ୍‌ ଖୋଲାଯାଇ ଉଦ୍‌ବୃତ୍ତ ବର୍ଷାଜଳ ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ…

କପାଚାଷ ଦେଖିବାକୁ ଯାଇଥିଲେ ଚାଷୀ, ହାତୀ ହାବୁଡ଼ରେ ପଡ଼ିବାରୁ କଚାଡ଼ି କଚାଡ଼ି ମାରିଲା

ଲାଞ୍ଜିଗଡ଼,୨୬ା୯(ରମେଶ ଚନ୍ଦ୍ର ନାୟକ): ବିଜେପୁର ବନବିଭାଗ ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେଥିଆପଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ବିଜେପୁର ଥାନା ଏବଂ…

ଗୋବିନ୍ଦାଙ୍କୁ ଫେରାଇ ଆଣିବାକୁ କୋମଲ ରାଣୀଙ୍କ ବିରୁଦ୍ଧରେ ମୁହଁ ଖୋଲିଲେ ସୁନିତା! ହାତଯୋଡି କଲେ ନିବେଦନ, ଭିଡ଼ିଓ ଦେଖିଲେ…

ମୁମ୍ବାଇ,୨୬।୯: ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଚାଲିଆସୁଛି। ଖବର ଅନୁଯାୟୀ, ସୁନିତା ଅଭିଯୋଗ କରିଛନ୍ତି ଯେ ଗୋବିନ୍ଦାଙ୍କର କୋମଲ ରାଣୀ…

ଘୋଡ଼ାହାଡ଼ ଡ୍ୟାମ୍‌ରେ ବଢୁଛି ଜଳପତ୍ତନ: ଗୋଟିଏ ଗେଟ୍‌ ଖୋଲି ନଦୀକୁ ଛଡ଼ାଗଲା ପାଣି

ଦିଗପହଣ୍ଡି,୨୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଘୋଡ଼ାହାଡ଼ ଡ୍ୟାମ୍‌ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକର ଗୋଟିଏ ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ଶନିବାର ସକାଳ ପ୍ରାୟ…

‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…

ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମରେ ଅଭାବନୀୟ ଘଟଣା: ୪ର୍ଥ ମହଲାରୁ ଖସି ଶିଷ୍ୟଙ୍କ ମୃତ୍ୟୁ, ଗୁପ୍ତାଙ୍ଗ କଟା, ମୁଣ୍ଡରେ ଗଭୀର ଆଘାତ

ନୂଆଦିଲ୍ଲୀ,୨୬।୯: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ ଆଶ୍ରମର ଚତୁର୍ଥ ମହଲାରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି। ଘଟଣାଟି ବୃନ୍ଦାବନ ଅଞ୍ଚଳର ଗୁରୁ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?